1 Samuel 9:3 — Compare Translations
5 translations compared side by side
Odia - 1840
"ଏକଦା ଶାଉଲଙ୍କ ପିତାଙ୍କର ଗଧସବୁ ହଜିଗଲେ। ତେଣୁ କୀଶ ଶାଉଲକକ୍ସ୍ଟ କହିଲେ, ତୁମ୍ଭେ ଗ୍ଭକରମାନଙ୍କ ମଧ୍ଯରକ୍ସ୍ଟ ଜଣକକ୍ସ୍ଟ ନଇେ ଗଧମାନଙ୍କର ସନ୍ଧାନ ନିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏକ ସମୟରେ ଶାଉଲଙ୍କ ପିତା କୀଶ୍ର ଗଧସବୁ ହଜିଲେ । ତହିଁରେ କୀଶ୍ ଆପଣା ପୁତ୍ର ଶାଉଲଙ୍କୁ କହିଲା, ତୁମ୍ଭେ ଯୁବାମାନଙ୍କ ମଧ୍ୟରୁ ଜଣକୁ ସଙ୍ଗେ ନେଇ ଗଧ ଖୋଜିବାକୁ ଉଠି ଯାଅ ।
Odia Bible ERV 2004 (ପବିତ୍ର ବାଇବଲ)
ଏକଦା ଶାଉଲଙ୍କ ପିତାଙ୍କର ଗଧସବୁ ହଜିଗଲେ। ତେଣୁ କୀଶ୍ ଶାଉଲକୁ କହିଲେ, “ତୁମ୍ଭେ ଗ୍ଭକରମାନଙ୍କ ମଧ୍ୟରୁ ଜଣକୁ ନେଇ ଗଧମାନଙ୍କର ସନ୍ଧାନ ନିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏକ ସମୟରେ ଶାଉଲଙ୍କ ପିତା କୀଶ୍ର ଗଧସବୁ ହଜିଲେ। ତହିଁରେ କୀଶ୍ ଆପଣା ପୁତ୍ର ଶାଉଲଙ୍କୁ କହିଲା, “ତୁମ୍ଭେ ଯୁବାମାନଙ୍କ ମଧ୍ୟରୁ ଜଣକୁ ସଙ୍ଗେ ନେଇ ଗଧ ଖୋଜିବାକୁ ଉଠିଯାଅ।”
Odia IRV 2017 (ଓଡିଆ ବାଇବେଲ)
ଏକ ସମୟରେ ଶାଉଲଙ୍କ ପିତା କୀଶ୍ର ଗଧସବୁ ହଜିଲେ। ତହିଁରେ କୀଶ୍ ଆପଣା ପୁତ୍ର ଶାଉଲଙ୍କୁ କହିଲା, ତୁମ୍ଭେ ଯୁବାମାନଙ୍କ ମଧ୍ୟରୁ ଜଣକୁ ସଙ୍ଗେ ନେଇ ଗଧ ଖୋଜିବାକୁ ଉଠି ଯାଅ।