1 Samuel 9:4 — Compare Translations
5 translations compared side by side
Odia - 1840
"ଶାଉଲ ଗଧମାନଙ୍କୁ ଖାଜେିବ ପାଇଁ ଗଲେ। ସେ ଇଫ୍ରଯିମ ପର୍ବତ ଅଞ୍ଚଳ ଦଇେ ଗଲେ, ତା'ପରେ ଶାଲିଶା ପ୍ରଦେଶ ଦଇେ ଗଲେ। କିନ୍ତୁ ସେ ଦକ୍ସ୍ଟ ହେଁ ନିରାଶ ହେଲ। ତେଣୁ ସମାନେେ ଶାଲୀମ୍ ପ୍ରଦେଶ ଦଇେ ଗଲେ ସଠାେରକ୍ସ୍ଟ ନିରାଶ ହବୋରକ୍ସ୍ଟ ବିନ୍ଯାମୀନଙ୍କ ପ୍ରବେଶ ଦଇଗେଲେ। ସଠାେରେ ମଧ୍ଯ ନିରାଶ ହେେଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ସେ ଇଫ୍ରୟିମ ପର୍ବତମୟ ଦେଶ ଦେଇ ଗଲେ, ତହୁଁ ଶାଲିଶା ପ୍ରଦେଶ ଦେଇ ଗଲେ, ମାତ୍ର ସେମାନେ ସେମାନଙ୍କୁ ପାଇଲେ ନାହିଁ; ତେବେ ସେମାନେ ଶାଲୀମ୍ ପ୍ରଦେଶ ଦେଇ ଗଲେ, ପୁଣି ସେଠାରେ ଗଧମାନେ ନ ଥିଲେ; ତହିଁ ଉତ୍ତାରୁ ସେ ବିନ୍ୟାମୀନ ପ୍ରଦେଶ ଦେଇ ଗଲେ, ମାତ୍ର ସେଠାରେ ସେମାନଙ୍କୁ ପାଇଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ଗଧମାନଙ୍କୁ ଖୋଜିବା ପାଇଁ ଗଲେ। ସେ ଇଫ୍ରୟିମ ପର୍ବତ ଅଞ୍ଚଳ ଦେଇ ଗଲେ, ତା’ପରେ ଶାଲିଶା ପ୍ରଦେଶ ଦେଇ ଗଲେ। କିନ୍ତୁ ସେ ଦୁହେଁ ନିରାଶ ହେଲେ। ତେଣୁ ସେମାନେ ଶାଲୀମ୍ ପ୍ରଦେଶ ଦେଇ ଗଲେ ସେଠାରୁ ନିରାଶ ହେବାରୁ ବିନ୍ୟାମୀନଙ୍କ ପ୍ରବେଶ ଦେଇଗଲେ। ସେଠାରେ ମଧ୍ୟ ନିରାଶ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ସେ ଇଫ୍ରୟିମ-ପର୍ବତମୟ ଦେଶ ଦେଇ ଗଲେ, ତହୁଁ ଶାଲିଶା ପ୍ରଦେଶ ଦେଇ ଗଲେ, ମାତ୍ର ସେମାନେ ସେମାନଙ୍କୁ ପାଇଲେ ନାହିଁ; ତେବେ ସେମାନେ ଶାଲୀମ୍ ପ୍ରଦେଶ ଦେଇ ଗଲେ, ପୁଣି, ସେଠାରେ ଗଧମାନେ ନ ଥିଲେ; ତହିଁ ଉତ୍ତାରେ ସେ ବିନ୍ୟାମୀନ ପ୍ରଦେଶ ଦେଇ ଗଲେ, ମାତ୍ର ସେଠାରେ ସେମାନଙ୍କୁ ପାଇଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତେଣୁ ସେ ଇଫ୍ରୟିମ ପର୍ବତମୟ ଦେଶ ଦେଇ ଗଲେ, ତହୁଁ ଶାଲିଶା ପ୍ରଦେଶ ଦେଇ ଗଲେ, ମାତ୍ର ସେମାନେ ସେମାନଙ୍କୁ ପାଇଲେ ନାହିଁ; ତେବେ ସେମାନେ ଶାଲୀମ୍ ପ୍ରଦେଶ ଦେଇ ଗଲେ, ପୁଣି, ସେଠାରେ ଗଧମାନେ ନ ଥିଲେ; ତହିଁ ଉତ୍ତାରୁ ସେ ବିନ୍ୟାମୀନ୍ ପ୍ରଦେଶ ଦେଇ ଗଲେ, ମାତ୍ର ସେଠାରେ ସେମାନଙ୍କୁ ପାଇଲେ ନାହିଁ।