1 Samuel 9:5 — Compare Translations
5 translations compared side by side
Odia - 1840
"ଶଷେ ରେ ସମାନେେ ସୂଫ ସହରକକ୍ସ୍ଟ ଆସିଲେ। ତା'ପରେ ଶାଉଲ ତାଙ୍କର ଗ୍ଭକରକକ୍ସ୍ଟ କହିଲେ, ଗ୍ଭଲ! ଆମ୍ଭେ ଫରେିୟିବା, ଆମ୍ଭମାନଙ୍କର ବାପା ଗଧମାନଙ୍କ ପରିବର୍ତେ ଆମ୍ଭମାନଙ୍କ ପାଇଁ ବ୍ଯସ୍ତ ହେଉଥିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେବେଳେ ସେମାନେ ସୂଫ ପ୍ରଦେଶରେ ଉପସ୍ଥିତ ହେଲେ, ସେତେବେଳେ ଶାଉଲ ଆପଣା ସଙ୍ଗୀ ଯୁବାକୁ କହିଲେ, ଆସ ଆମ୍ଭେମାନେ ଫେରି ଯାଉ; ନୋହିଲେ ମୋହର ପିତା ଗଧମାନଙ୍କ ବିଷୟରେ ଚିନ୍ତା କରିବା ଛାଡ଼ି ଆମ୍ଭମାନଙ୍କ ବିଷୟରେ ଚିନ୍ତା କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଶେଷରେ ସେମାନେ ସୂଫ ସହରକୁ ଆସିଲେ। ତା’ପରେ ଶାଉଲ ତାଙ୍କର ଗ୍ଭକରକୁ କହିଲେ, “ଗ୍ଭଲ! ଆମ୍ଭେ ଫେରିଯିବା, ଆମ୍ଭମାନଙ୍କର ବାପା ଗଧମାନଙ୍କ ପରିବର୍ତ୍ତେ ଆମ୍ଭମାନଙ୍କ ପାଇଁ ବ୍ୟସ୍ତ ହେଉଥିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେବେଳେ ସେମାନେ ସୂଫ ପ୍ରଦେଶରେ ଉପସ୍ଥିତ ହେଲେ, ସେତେବେଳେ ଶାଉଲ ଆପଣା ସଙ୍ଗୀ ଯୁବାକୁ କହିଲେ, “ଆସ ଆମ୍ଭେମାନେ ଫେରିଯାଉ; ନୋହିଲେ ମୋହର ପିତା ଗଧମାନଙ୍କ ବିଷୟରେ ଚିନ୍ତା କରିବା ଛାଡ଼ି ଆମ୍ଭମାନଙ୍କ ବିଷୟରେ ଚିନ୍ତା କରିବେ।”
Odia IRV 2017 (ଓଡିଆ ବାଇବେଲ)
ଯେତେବେଳେ ସେମାନେ ସୂଫ ପ୍ରଦେଶରେ ଉପସ୍ଥିତ ହେଲେ, ସେତେବେଳେ ଶାଉଲ ଆପଣା ସଙ୍ଗୀ ଯୁବାକୁ କହିଲେ, ଆସ ଆମ୍ଭେମାନେ ଫେରି ଯାଉ; ନୋହିଲେ ମୋହର ପିତା ଗଧମାନଙ୍କ ବିଷୟରେ ଚିନ୍ତା କରିବା ଛାଡ଼ି ଆମ୍ଭମାନଙ୍କ ବିଷୟରେ ଚିନ୍ତା କରିବେ।