1 Samuel 9:6 — Compare Translations

5 translations compared side by side

Odia - 1840
"ଗ୍ଭକର କହିଲା, ଏ ସହର ରେ ଜଣେ ପରମେଶ୍ବରଙ୍କ ଲୋକ ଅଛନ୍ତି। ଲୋକମାନେ ତାଙ୍କୁ ସମ୍ମାନ କରନ୍ତି। ତାଙ୍କର ସମସ୍ତ ଭବିଷ୍ଯବାଣୀ ସତ ହକ୍ସ୍ଟଏ। ଗ୍ଭଲ, ସଠାେକକ୍ସ୍ଟ ୟିବା, ପରମେଶ୍ବରଙ୍କ ଲୋକ ଆମକକ୍ସ୍ଟ ଗଧମାନଙ୍କର ସନ୍ଧାନ ଦଇପୋରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ତାଙ୍କୁ କହିଲା, ଦେଖ, ଏହି ନଗରରେ ପରମେଶ୍ଵରଙ୍କର ଏକ ଲୋକ ଅଛନ୍ତି, ସେ ଅତି ମାନ୍ୟବାନ ଲୋକ; ସେ ଯାହାସବୁ କହନ୍ତି, ନିଶ୍ଚୟ ସଫଳ ହୁଏ; ଆସ, ଆମ୍ଭେମାନେ ସେଠାକୁ ଯାଉ; ହୋଇପାରେ, ଆମ୍ଭେମାନେ ଯେଉଁ ଯାତ୍ରା କରୁଅଛୁ, ସେ ବିଷୟ ସେ ଆମ୍ଭମାନଙ୍କୁ ଜଣାଇ ପାରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଗ୍ଭକର କହିଲା, “ଏ ସହରରେ ଜଣେ ପରମେଶ୍ୱରଙ୍କ ଲୋକ ଅଛନ୍ତି। ଲୋକମାନେ ତାଙ୍କୁ ସମ୍ମାନ କରନ୍ତି। ତାଙ୍କର ସମସ୍ତ ଭବିଷ୍ୟ‌ଦ୍‌ବାଣୀ ସତ ହୁଏ। ଗ୍ଭଲ, ସେଠାକୁ ଯିବା, ପରମେଶ୍ୱରଙ୍କ ଲୋକ ଆମ୍ଭକୁ ଗଧମାନଙ୍କର ସନ୍ଧାନ ଦେଇପାରନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ତାଙ୍କୁ କହିଲା, “ଦେଖ, ଏହି ନଗରରେ ପରମେଶ୍ୱରଙ୍କର ଏକ ଲୋକ ଅଛନ୍ତି, ସେ ଅତି ମାନ୍ୟଗଣ୍ୟ ଲୋକ; ସେ ଯାହାସବୁ କହନ୍ତି, ନିଶ୍ଚୟ ସଫଳ ହୁଏ; ଆସ, ଆମ୍ଭେମାନେ ସେଠାକୁ ଯାଉ; ହୋଇପାରେ, ଆମ୍ଭେମାନେ ଯେଉଁ ଯାତ୍ରା କରୁଅଛୁ, ସେ ବିଷୟ ସେ ଆମ୍ଭମାନଙ୍କୁ ଜଣାଇ ପାରିବେ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ତାଙ୍କୁ କହିଲା, ଦେଖ, ଏହି ନଗରରେ ପରମେଶ୍ୱରଙ୍କର ଏକ ଲୋକ ଅଛନ୍ତି, ସେ ଅତି ମାନ୍ୟଗଣ୍ୟ ଲୋକ; ସେ ଯାହାସବୁ କହନ୍ତି, ନିଶ୍ଚୟ ସଫଳ ହୁଏ; ଆସ, ଆମ୍ଭେମାନେ ସେଠାକୁ ଯାଉ; ହୋଇପାରେ, ଆମ୍ଭେମାନେ ଯେଉଁ ଯାତ୍ରା କରୁଅଛୁ, ସେ ବିଷୟ ସେ ଆମ୍ଭମାନଙ୍କୁ ଜଣାଇ ପାରିବେ।