1 Samuel 9:7 — Compare Translations

5 translations compared side by side

Odia - 1840
"ତା'ପରେ ଶାଉଲ ଗ୍ଭକରକକ୍ସ୍ଟ କହିଲେ, ଆମ୍ଭେ ନିଶ୍ଚଯ ସହରକକ୍ସ୍ଟ ୟିବା, କିନ୍ତୁ ଆମ୍ଭମାନେେ ପରମେଶଓରଙ୍କୁ କ'ଣ ଉପହାର ଦବୋ। ବର୍ତ୍ତମାନ ଏପରିକି ଆମ ଖାଦ୍ୟ ମକ୍ସ୍ଟଣାରକ୍ସ୍ଟ ଖାଦ୍ୟ ସରିଗଲାଣି। ଆମ୍ଭେ ତାଙ୍କୁ ଉପହାର କ'ଣ ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଶାଉଲ ଆପଣା ଯୁବାକୁ କହିଲେ, ମାତ୍ର ଦେଖ, ଆମ୍ଭେମାନେ ଗଲେ, ସେ ଲୋକଙ୍କ ନିକଟକୁ କଅଣ ନେବା? କାରଣ ଆମ୍ଭମାନଙ୍କ ପାତ୍ରରୁ ଖାଦ୍ୟସାମଗ୍ରୀ ସରିଲାଣି, ପରମେଶ୍ଵରଙ୍କ ଲୋକଙ୍କ ନିକଟକୁ ନେବା ପାଇଁ କୌଣସି ଦର୍ଶନୀ ନାହିଁ; ଆମ୍ଭମାନଙ୍କ ପାଖରେ କଅଣ ଅଛି?
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଶାଉଲ ଗ୍ଭକରକୁ କହିଲେ, “ଆମ୍ଭେ ନିଶ୍ଚୟ ସହରକୁ ଯିବା, କିନ୍ତୁ ଆମ୍ଭେମାନେ ତାଙ୍କୁ କ’ଣ ଉପହାର ଦେବା। ବର୍ତ୍ତମାନ ଏପରିକି ଆମ୍ଭ ଖାଦ୍ୟ ମୁଣାରୁ ଖାଦ୍ୟ ସରିଗଲାଣି। ଆମ୍ଭେ ତାଙ୍କୁ ଉପହାର କ’ଣ ଦେବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଶାଉଲ ଆପଣା ଯୁବାକୁ କହିଲେ, “ମାତ୍ର ଦେଖ, ଆମ୍ଭେମାନେ ଗଲେ, ସେ ଲୋକଙ୍କ ନିକଟକୁ କଅଣ ନେବା? କାରଣ ଆମ୍ଭମାନଙ୍କ ପାତ୍ରରୁ ଖାଦ୍ୟସାମଗ୍ରୀ ସରିଲାଣି, ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ନେବା ପାଇଁ କୌଣସି ଦର୍ଶନୀ ନାହିଁ; ଆମ୍ଭମାନଙ୍କ ପାଖରେ କଅଣ ଅଛି?”
Odia IRV 2017 (ଓଡିଆ ବାଇବେଲ)
ତେବେ ଶାଉଲ ଆପଣା ଯୁବାକୁ କହିଲେ, ମାତ୍ର ଦେଖ, ଆମ୍ଭେମାନେ ଗଲେ, ସେ ଲୋକଙ୍କ ନିକଟକୁ କଅଣ ନେବା? କାରଣ ଆମ୍ଭମାନଙ୍କ ପାତ୍ରରୁ ଖାଦ୍ୟସାମଗ୍ରୀ ସରିଲାଣି, ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ନେବା ପାଇଁ କୌଣସି ଦର୍ଶନୀ ନାହିଁ; ଆମ୍ଭମାନଙ୍କ ପାଖରେ କଅଣ ଅଛି?