1 Samuel 9:8 — Compare Translations

5 translations compared side by side

Odia - 1840
"ପକ୍ସ୍ଟନ୍ନରାଯ ଗ୍ଭକର କହିଲା, ଦେଖ, ମାେ ପାଖ ରେ ଏକ ଶକେଲ ରକ୍ସ୍ଟପାର ଚତକ୍ସ୍ଟର୍ଥାଂଶ ଅଛି। ଆସ ପଇସାକକ୍ସ୍ଟ ଆମ୍ଭେ ପରମେଶ୍ବରଙ୍କର ଲୋକମାନଙ୍କୁ ଦବୋ। ତା'ପରେ ତାଙ୍କ କଥା ଅନକ୍ସ୍ଟସା ରେ ଆମ୍ଭେ ସେ ସ୍ଥାନକକ୍ସ୍ଟ ୟିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେହି ଯୁବା ଶାଉଲଙ୍କୁ ପୁନର୍ବାର ଉତ୍ତର ଦେଇ କହିଲା, ଦେଖ, ଆମ୍ଭ ହାତରେ ଏକ ଶେକଲ ରୂପାର ଚତୁର୍ଥାଂଶ ଅଛି; ଆମ୍ଭମାନଙ୍କ ଯାତ୍ରା ବିଷୟ ଆମ୍ଭମାନଙ୍କୁ ଜଣାଇବା ପାଇଁ ଆମ୍ଭେ ପରମେଶ୍ଵରଙ୍କ ଲୋକଙ୍କୁ ତାହା ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ପୁନ୍ନରାୟ ଗ୍ଭକର କହିଲା, “ଦେଖ, ମୋ’ ପାଖରେ ଏକ ଶେକଲ ରୂପାର ଚତୁର୍ଥାଂଶ ଅଛି। ଆସ ପଇସାକୁ ଆମ୍ଭେ ପରମେଶ୍ୱରଙ୍କର ଲୋକମାନଙ୍କୁ ଦେବା। ତା’ପରେ ତାଙ୍କ କଥା ଅନୁସାରେ ଆମ୍ଭେ ସେ ସ୍ଥାନକୁ ଯିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେହି ଯୁବା ଶାଉଲଙ୍କୁ ପୁନର୍ବାର ଉତ୍ତର ଦେଇ କହିଲା, “ଦେଖ, ଆମ୍ଭ ହାତରେ ଏକ ଶେକଲ ରୂପାର ଚତୁର୍ଥାଂଶ ଅଛି; ଆମ୍ଭମାନଙ୍କ ଯାତ୍ରା ବିଷୟ ଆମ୍ଭମାନଙ୍କୁ ଜଣାଇବା ପାଇଁ ଆମ୍ଭେ ପରମେଶ୍ୱରଙ୍କ ଲୋକଙ୍କୁ ତାହା ଦେବା।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେହି ଯୁବା ଶାଉଲଙ୍କୁ ପୁନର୍ବାର ଉତ୍ତର ଦେଇ କହିଲା, ଦେଖ, ଆମ୍ଭ ହାତରେ ଏକ ଶେକଲ ରୂପାର ଚତୁର୍ଥାଂଶ ଅଛି; ଆମ୍ଭମାନଙ୍କ ଯାତ୍ରା ବିଷୟ ଆମ୍ଭମାନଙ୍କୁ ଜଣାଇବା ପାଇଁ ଆମ୍ଭେ ପରମେଶ୍ୱରଙ୍କ ଲୋକଙ୍କୁ ତାହା ଦେବା।