1 Thessalonians 1:2 — Compare Translations

7 translations compared side by side

Odia - 1840
"ପ୍ରାର୍ଥନା କଲା ବେଳେ ଆମ୍ଭେ ସର୍ବଦା ତୁମ୍ଭମାନଙ୍କ କଥା ମନେପକାଉ ଓ ତୁମ୍ଭମାନଙ୍କ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଦେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କ ଈଶ୍ଵର ଓ ପିତାଙ୍କ ଛାମୁରେ ଆମ୍ଭେମାନେ ତୁମ୍ଭମାନଙ୍କ ବିଶ୍ଵାସର କର୍ମ, ପ୍ରେମର ପରିଶ୍ରମ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ଵନ୍ଧୀୟ ତୁମ୍ଭମାନଙ୍କ ଭରସାର ଧୈର୍ଯ୍ୟ ବିଷୟ ନିରନ୍ତର ସ୍ମରଣ କରି
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ ସର୍ବଦା ତୁମ ସମସ୍ତଙ୍କ ନିମନ୍ତେ ଈଶ୍ୱରଙ୍କୁ ଧନ୍ୟବାଦ ଦେଇଥାଉ ଏବଂ ଆମ ପ୍ରାର୍ଥନାରେ ତୁମ୍ଭମାନଙ୍କ ବିଷୟରେ ସବୁବେଳେ ଜଣାଇ ଥାଉ।
Odia Bible ERV 2004 (ପବିତ୍ର ବାଇବଲ)
ଥେସଲନୀକୀୟମାନଙ୍କ ଜୀବନ ଓ ବିଶ୍ୱାସ ପ୍ରାର୍ଥନା କଲାବେଳେ ଆମ୍ଭେ ସର୍ବଦା ତୁମ୍ଭମାନଙ୍କ କଥା ମନେ ପକାଉ ଓ ତୁମ୍ଭମାନଙ୍କ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ଆମ୍ଭେମାନେ ତୁମ୍ଭମାନଙ୍କ ବିଶ୍ୱାସର କର୍ମ, ପ୍ରେମର ପରିଶ୍ରମ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ବନ୍ଧୀୟ ତୁମ୍ଭମାନଙ୍କ ଭରସାର ଧୈର୍ଯ୍ୟ ବିଷୟ ନିରନ୍ତର ସ୍ମରଣ କରି,
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କ ଈଶ୍ୱର ଓ ପିତାଙ୍କ ଛାମୁରେ ଆମ୍ଭେମାନେ ତୁମ୍ଭମାନଙ୍କ ବିଶ୍ୱାସର କର୍ମ, ପ୍ରେମର ପରିଶ୍ରମ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ସମ୍ବନ୍ଧୀୟ ତୁମ୍ଭମାନଙ୍କ ଭରସାର ସହିଷ୍ଣୁତା ବିଷୟ ନିରନ୍ତର ସ୍ମରଣ କରି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ಕನ್ನಾಬಿ ತುಮ್ಚ್ಯಾಸಾಟ್ನಿ ದೆವಾಕ್ ಧನ್ಯವಾದ್ ದಿತಾಂವ್ ಅನಿ ತುಮ್ಚ್ಯಾಸಾಟ್ನಿ ಮಾಗ್ನಿ ಕರ್‍ತಾವ್.