1 Thessalonians 1:3 — Compare Translations

7 translations compared side by side

Odia - 1840
"ଆମ୍ଭମାନଙ୍କର ପରମପିତା ପରମେଶ୍ବରଙ୍କୁ ଆମ୍ଭ ପ୍ରାର୍ଥନା ରେ ନିବଦନେ କଲା ବେଳେ ତୁମ୍ଭମାନେେ ତୁମ୍ଭମାନଙ୍କର ବିଶ୍ବାସ ହତେୁ ଯାହା କରିଛ, ସେଥିପାଇଁ ତାଙ୍କୁ ଧନ୍ଯବାଦ ଦେଉ। ତୁମ୍ଭମାନେେ ତୁମ୍ଭମାନଙ୍କର ପ୍ ରମେ ହତେୁ ଯେଉଁ କାର୍ୟ୍ଯ କରିଛ, ସେଥିପାଇଁ ତାହାଙ୍କୁ ଧନ୍ଯବାଦ ଦେଉ। ଏବଂ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କଠା ରେ ତୁମ୍ଭମାନଙ୍କ ଭରସା ହତେୁ ତୁମ୍ଭମାନେେ ଦୃଢ଼ ହାଇେ ରହିଛ ବୋଲି ଆମ୍ଭେ ତାଙ୍କୁ ସର୍ବଦା ଧନ୍ଯବାଦ ଅର୍ପଣ କରୁଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କ ପ୍ରାର୍ଥନାରେ ତୁମ୍ଭମାନଙ୍କ ନାମ ଉଲ୍ଲେଖପୂର୍ବକ ତୁମ୍ଭ ସମସ୍ତଙ୍କ ନିମନ୍ତେ ସର୍ବଦା ଈଶ୍ଵରଙ୍କୁ ଧନ୍ୟବାଦ ଦେଉଅଛୁ,
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ୍ଭେମାନେ ପିତା ଈଶ୍ୱରଙ୍କ ନିକଟରେ ସ୍ମରଣ କରିଥାଉ, କିପରି ତୁମ୍ଭେମାନେ ନିଜ ବିଶ୍ୱାସକୁ କାର୍ଯ୍ୟରେ ପରିଣତ କରୁଛ, ପ୍ରେମରେ ଅନୁପ୍ରାଣିତ ହୋଇ କିପରି କଠିନ ପରିଶ୍ରମ କରୁଛ ଏବଂ ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କର ଭରସା କିପରି ଦୃଢ଼।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭମାନଙ୍କର ପରମପିତା ପରମେଶ୍ୱରଙ୍କୁ ଆମ୍ଭ ପ୍ରାର୍ଥନାରେ ନିବେଦନ କଲାବେଳେ ତୁମ୍ଭେମାନେ ତୁମ୍ଭମାନଙ୍କର ବିଶ୍ୱାସ ହେତୁ ଯାହା କରିଛ, ସେଥିପାଇଁ ତାଙ୍କୁ ଧନ୍ୟବାଦ ଦେଉ। ତୁମ୍ଭେମାନେ ତୁମ୍ଭମାନଙ୍କର ପ୍ରେମ ହେତୁ ଯେଉଁ କାର୍ଯ୍ୟ କରିଛ, ସେଥିପାଇଁ ତାହାଙ୍କୁ ଧନ୍ୟବାଦ ଦେଉ। ଏବଂ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କ ଭରସା ହେତୁ ତୁମ୍ଭେମାନେ ଦୃଢ଼ ହୋଇ ରହିଛ ବୋଲି ଆମ୍ଭେ ତାଙ୍କୁ ସର୍ବଦା ଧନ୍ୟବାଦ ଅର୍ପଣ କରୁଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କ ପ୍ରାର୍ଥନାରେ ତୁମ୍ଭମାନଙ୍କ ନାମ ଉଲ୍ଲେଖପୂର୍ବକ ସମସ୍ତଙ୍କ ନିମନ୍ତେ ସର୍ବଦା ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛୁ;
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କ ପ୍ରାର୍ଥନାରେ ତୁମ୍ଭମାନଙ୍କ ନାମ ଉଲ୍ଲେଖପୂର୍ବକ ସମସ୍ତଙ୍କ ନିମନ୍ତେ ସର୍ବଦା ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛୁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚೊ ವಿಶ್ವಾಸ್ ತುಮಿ ಕಸೊ ಸಂಬಾಳುಲ್ಯಾಸಿ, ಕಸೊ ತುಮ್ಚೊ ಪ್ರೆಮ್ ತುಮಿ ಕಸ್ಟಾನಿ ಕಾಮ್ ಕರಿಸರ್ಕೆ ಕರ್‍ತಾ, ಅನಿ ಅಮ್ಚ್ಯಾ ಧನಿಯಾ ಜೆಜು ಕ್ರಿಸ್ತಾ ವರ್‍ತಿ ಹೊತ್ತೊ ತುಮ್ಚೊ ಬರೊಸೊ ಕವ್ಡೊ ಘಟ್ ಮನ್ತಲೆ; ಅಮಿ ಅಮ್ಚ್ಯಾ ದೆವಾ ಬಾಬಾಚ್ಯಾ ಇದ್ರಾಕ್ ಯಾದ್ ಕರುನ್ಗೆತ್ ತುಮ್ಚ್ಯಾಸಾಟ್ನಿ ದೆವಾಕ್ ಧನ್ಯವಾದ್ ದಿತಾಂವ್.