1 Thessalonians 1:4 — Compare Translations

7 translations compared side by side

Odia - 1840
"ଭାଇ ଓ ଭଉଣୀମାନେ! ପରମେଶ୍ବର ତୁମ୍ଭକୁ ପ୍ ରମେ କରନ୍ତି। ଆମ୍ଭେ ଏହା ମଧ୍ଯ ଜାଣୁ ଯେ, ସେ ତୁମ୍ଭମାନଙ୍କୁ ନିଜର ବୋଲି ବାଛିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ହେ ଈଶ୍ଵରଙ୍କ ପ୍ରିୟପାତ୍ର ଭ୍ରାତୃବୃନ୍ଦ, ଆମ୍ଭେମାନେ ଜାଣୁ ଯେ, ତୁମ୍ଭେମାନେ ମନୋନୀତ ଲୋକ,
Odia BSI (ପବିତ୍ର ବାଇବଲ (CL) NT (BSI))
ଭାଇମାନେ! ଆମେ ଜାଣୁ ଯେ, ଈଶ୍ୱର ତୁମ୍ଭମାନଙ୍କୁ ପ୍ରେମ କରନ୍ତି ଏବଂ ତାଙ୍କ ଆପଣାର ଲୋକ ହେବା ନିମନ୍ତେ ତୁମ୍ଭମାନଙ୍କୁ ମନୋନୀତ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଭାଇ ଓ ଭଉଣୀମାନେ! ପରମେଶ୍ୱର ତୁମ୍ଭକୁ ପ୍ରେମ କରନ୍ତି। ଆମ୍ଭେ ଏହା ମଧ୍ୟ ଜାଣୁ ଯେ, ସେ ତୁମ୍ଭମାନଙ୍କୁ ନିଜର ବୋଲି ବାଛିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ହେ ଈଶ୍ବରଙ୍କ ପ୍ରିୟ ଭ୍ରାତୃବୃନ୍ଦ, ଆମ୍ଭେମାନେ ଜାଣୁ ଯେ, ତୁମ୍ଭେମାନେ ମନୋନୀତ ଲୋକ,
Odia IRV 2017 (ଓଡିଆ ବାଇବେଲ)
କାରଣ ହେ ଈଶ୍ୱରଙ୍କ ପ୍ରିୟ ଭ୍ରାତୃବୃନ୍ଦ, ଆମ୍ଭେମାନେ ଜାଣୁ ଯେ, ତୁମ୍ଭେମାନେ ମନୋନୀତ ଲୋକ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚ್ಯಾ ಭಾವಾನು ಅನಿ ಭೆನಿಯಾನು, ದೆವ್ ತುಮ್ಚೊ ಪ್ರೆಮ್ ಕರ್‍ತಾ ಅನಿ ಅಪ್ನಾಚಿ ಸ್ವತಾಚಿ ಲೊಕಾ ಮನುನ್ ತುಮ್ಕಾ ತೆನಿ ಎಚುನ್ ಕಾಡ್ಲ್ಯಾನಾಯ್, ಹೆ ಅಮ್ಕಾ ಗೊತ್ತ್ ಹಾಯ್.