1 Thessalonians 1:5 — Compare Translations
7 translations compared side by side
Odia - 1840
"ଆମ୍ଭେ ତୁମ୍ଭମାନଙ୍କୁ ସୁସମାଚାର କହିଛୁ। କିନ୍ତୁ ଆମ୍ଭେ କବଳେ ଶବ୍ଦ ବ୍ଯବହାର କରି ନାହୁଁ। ସହେି ସୁସମାଚାର ଆମ୍ଭେ ଶକ୍ତି ଓ ପବିତ୍ର ଆତ୍ମା ସହିତ ଆଣିଛୁ। ଆମ୍ଭେ ନିଶ୍ଚିତ ଭାବରେ ଜାଣିଛୁ ଯେ, ତାହା ସତ୍ଯ। ତୁମ୍ଭମାନେେ ଜାଣିଛ ଯେ, ଆମ୍ଭେ ତୁମ୍ଭମାନଙ୍କ ସହିତ ଥିଲା ବେଳେ କିଭଳି ଜୀବନ ବିତାଉଥିଲୁ, ସଭେଳି ଜୀବନଯାପନ କରି ତୁମ୍ଭମାନଙ୍କୁ ସାହାୟ୍ଯ କରିବା ପାଇଁ ଚାହୁଁଥିଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ଆମ୍ଭମାନଙ୍କ ସୁସମାଚାର କେବଳ ବାକ୍ୟରେ ନୁହେଁ, ମାତ୍ର ଶକ୍ତି, ପବିତ୍ର ଆତ୍ମା ଓ ଅତ୍ୟ; ନିଶ୍ଚୟତା ସହ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲା; ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ତୁମ୍ଭମାନଙ୍କ ନିମନ୍ତେ ଆମ୍ଭେମାନେ କିପ୍ରକାରେ ବ୍ୟବହାର କରିଥିଲୁ, ତାହା ତ ତୁମ୍ଭେମାନେ ଜାଣ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ କେବଳ ବାକ୍ୟରେ ନୁହେଁ, ପବିତ୍ର ଆତ୍ମାଙ୍କ ସହାୟତାରେ ଶକ୍ତିର ସହିତ, ସୁସମାଚାରର ସତ୍ୟତା ସମ୍ପୂର୍ଣ୍ଣଭାବେ ଉପଲବ୍ଧି କରି ଆମେ ତାହା ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ। ତୁମ୍ଭେମାନେ ଜାଣ, ତୁମ ସହିତ ଥିବାବେଳେ ଆମେ କିପରି ଜୀବନ ଯାପନ କରିଥିଲୁ; କିପରି କେବଳ ତୁମ୍ଭମାନଙ୍କର ମଙ୍ଗଳ ଆମ ଜୀବନର ଲକ୍ଷ୍ୟ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ତୁମ୍ଭମାନଙ୍କୁ ସୁସମାଗ୍ଭର କହିଛୁ। କିନ୍ତୁ ଆମ୍ଭେ କେବଳ ଶବ୍ଦ ବ୍ୟବହାର କରି ନାହୁଁ। ସେହି ସୁସମାଗ୍ଭର ଆମ୍ଭେ ଶକ୍ତି ଓ ପବିତ୍ରଆତ୍ମା ସହିତ ଆଣିଛୁ। ଆମ୍ଭେ ନିଶ୍ଚିତ ଭାବରେ ଜାଣିଛୁ ଯେ, ତାହା ସତ୍ୟ। ତୁମ୍ଭେମାନେ ଜାଣିଛ ଯେ, ଆମ୍ଭେ ତୁମ୍ଭମାନଙ୍କ ସହିତ ଥିଲାବେଳେ କିଭଳି ଜୀବନ ବିତାଉଥିଲୁ, ସେଭଳି ଜୀବନଯାପନ କରି ତୁମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ଗ୍ଭହୁଁଥିଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ଆମ୍ଭମାନଙ୍କ ସୁସମାଚାର କେବଳ ବାକ୍ୟରେ ନୁହେଁ, ମାତ୍ର ଶକ୍ତି, ପବିତ୍ର ଆତ୍ମା ଓ ଅତ୍ୟନ୍ତ ନିଶ୍ଚୟତା ସହ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଥିଲା ଓ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ତୁମ୍ଭମାନଙ୍କ ସହିତ ଆମ୍ଭେମାନେ କି ପ୍ରକାର ବ୍ୟବହାର କରିଥିଲୁ, ତାହା ତ ତୁମ୍ଭେମାନେ ଜାଣ।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ଆମ୍ଭମାନଙ୍କ ସୁସମାଚାର କେବଳ ବାକ୍ୟରେ ନୁହେଁ, ମାତ୍ର ଶକ୍ତି, ପବିତ୍ର ଆତ୍ମା ଓ ଅତ୍ୟନ୍ତ ନିଶ୍ଚୟତା ସହ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଥିଲା ଓ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ତୁମ୍ଭମାନଙ୍କ ସହିତ ଆମ୍ଭେମାନେ କି ପ୍ରକାର ବ୍ୟବହାର କରିଥିଲୁ, ତାହା ତ ତୁମ୍ଭେମାନେ ଜାଣ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಅಮಿ ತುಮ್ಚ್ಯಾಕ್ಡೆ ಘೆವ್ನ್ ಯೆಲ್ಲಿ ಬರಿ ಖಬರ್ ಫಕತ್ ಗೊಸ್ಟಿಯಾನಿ ಎವ್ಡೆಚ್ ನ್ಹಯ್, ಬಳಾನ್, ಅನಿ ಪವಿತ್ರ್ ಆತ್ಮ್ಯಾನ್ ಭರಲ್ಲಿ ಹೊತ್ತಿ, ಅನಿ ತ್ಯಾತುರ್ ಹೊತ್ತ್ಯಾ ಖರೆಪಾನಾಚ್ಯಾ ಸಮೆತ್ ಅಮಿ ಘೆವ್ನ್ ಯೆಲ್ಲಾಂವ್. ತುಮ್ಚ್ಯಾ ವಾಂಗ್ಡಾ ಹೊತ್ತ್ಯಾ ತನ್ನಾ ಅಮಿ ಕಶೆ ಹೊತ್ತಾಂವ್ ಮನುನ್ ತುಮ್ಕಾಚ್ ಗೊತ್ತ್ ಹಾಯ್;