1 Thessalonians 1:6 — Compare Translations

7 translations compared side by side

Odia - 1840
"ଏବେ ତୁମ୍ଭମାନେେ ମଧ୍ଯ ଆମ୍ଭ ଭଳି ଓ ପ୍ରଭୁଙ୍କ ଭଳି ହାଇଯୋଇଛ। ଅତ୍ଯଧିକ କଷ୍ଟ ପାଇଲା ପରେ ମଧ୍ଯ ତୁମ୍ଭମାନେେ ସହେି ଶିକ୍ଷାକୁ ଆନନ୍ଦ ରେ ଗ୍ରହଣ କରିଛ। ପବିତ୍ର ଆତ୍ମା ତୁମ୍ଭମାନଙ୍କୁ ଏହି ଆନନ୍ଦ ପ୍ରଦାନ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେମାନେ ବହୁ କ୍ଳେଶଭୋଗ ମଧ୍ୟରେ ପବିତ୍ର ଆତ୍ମାଙ୍କ ଦତ୍ତ ଆନନ୍ଦ ସହ ସେହି ବାକ୍ୟ ଗ୍ରହଣ କରି ଆମ୍ଭମାନଙ୍କ ଓ ପ୍ରଭୁଙ୍କର ଅନୁକାରୀ ହୋଇଥିଲ,
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ଆମକୁ ଓ ଆମ ପ୍ରଭୁଙ୍କୁ ଅନୁସରଣ କରିଥିଲ ଏବଂ ବହୁ କ୍ଲେଶ ଭୋଗିବା ସତ୍ତେ୍ୱ ପବିତ୍ର ଆତ୍ମାଙ୍କଠାରୁ ପ୍ରାପ୍ତ ଆନନ୍ଦ ସହିତ ସେହି ସୁସମାଚାର ଗ୍ରହଣ କରିଥିଲ।
Odia Bible ERV 2004 (ପବିତ୍ର ବାଇବଲ)
ଏବେ ତୁମ୍ଭେମାନେ ମଧ୍ୟ ଆମ୍ଭ ଭଳି ଓ ପ୍ରଭୁଙ୍କ ଭଳି ହୋଇ ଯାଇଛ। ଅତ୍ୟଧିକ କଷ୍ଟ ପାଇଲା ପରେ ମଧ୍ୟ ତୁମ୍ଭେମାନେ ସେହି ଶିକ୍ଷାକୁ ଆନନ୍ଦରେ ଗ୍ରହଣ କରିଛ। ପବିତ୍ରଆତ୍ମା ତୁମ୍ଭମାନଙ୍କୁ ଏହି ଆନନ୍ଦ ପ୍ରଦାନ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେମାନେ ବହୁ କ୍ଲେଶ ଭୋଗ ମଧ୍ୟରେ ପବିତ୍ର ଆତ୍ମାଦତ୍ତ ଆନନ୍ଦ ସହ ସେହି ବାକ୍ୟ ଗ୍ରହଣ କରି ଆମ୍ଭମାନଙ୍କ ଓ ପ୍ରଭୁଙ୍କର ଅନୁକାରୀ ହୋଇଥିଲ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେମାନେ ବହୁ କ୍ଲେଶ ଭୋଗ ମଧ୍ୟରେ ପବିତ୍ର ଆତ୍ମାଦତ୍ତ ଆନନ୍ଦ ସହ ସେହି ବାକ୍ୟ ଗ୍ରହଣ କରି ଆମ୍ଭମାନଙ୍କ ଓ ପ୍ରଭୁଙ୍କର ଅନୁକାରୀ ହୋଇଥିଲ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಅಮ್ಚ್ಯಾ ಅನಿ ಧನಿಯಾಚ್ಯಾ ಸರ್ಕೆಚ್ ಚಲ್ಲ್ಯಾಸಿ, ಅನಿ ತುಮ್ಕಾ ತರಾಸ್ ರ್‍ಹಾಲ್ಯಾರ್‍ಬಿ ಪವಿತ್ರ್ ಆತ್ಮ್ಯಾನ್ ದಿಲ್ಲ್ಯಾ ಕುಶಿನ್ ಅಮಿ ದಿಲ್ಲಿ ಬರಿ ಖಬರ್ ಘೆಟ್ಲ್ಯಾಶಿ.