1 Thessalonians 1:7 — Compare Translations

7 translations compared side by side

Odia - 1840
"ମାକିଦନିଆ ଓ ଆଖାଯାର ବିଶ୍ବାସୀ ଲୋକମାନଙ୍କ ପାଇଁ ତୁମ୍ଭମାନେେ ଆଦର୍ଶ ହାଇେଥିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏପରକି ତୁମ୍ଭେମାନେ ମାକିଦନିଆ ଓ ଆଖାୟା ନିବାସୀ ସମସ୍ତ ବିଶ୍ଵାସୀଙ୍କ ପ୍ରତି ଆଦର୍ଶ ସ୍ଵରୂପ ହୋଇଥିଲ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ତୁମ୍ଭେମାନେ ମାସିଦୋନିଆ ଓ ଆଖାୟାରେ ଥିବା ସମସ୍ତ ବିଶ୍ୱାସୀଙ୍କ ନିମନ୍ତେ ଆଦର୍ଶ ସ୍ୱରୂପ ହୋଇଥିଲ।
Odia Bible ERV 2004 (ପବିତ୍ର ବାଇବଲ)
ମାକିଦନିଆ ଓ ଆଖାୟାର ବିଶ୍ୱାସୀ ଲୋକମାନଙ୍କ ପାଇଁ ତୁମ୍ଭେମାନେ ଆଦର୍ଶ ହୋଇଥିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରିକି ତୁମ୍ଭେମାନେ ମାକିଦନିଆ ଓ ଆଖାୟା ନିବାସୀ ସମସ୍ତ ବିଶ୍ୱାସୀଙ୍କ ପ୍ରତି ଆଦର୍ଶ ସ୍ୱରୂପ ହୋଇଥିଲ।
Odia IRV 2017 (ଓଡିଆ ବାଇବେଲ)
ଯେପରିକି ତୁମ୍ଭେମାନେ ମାକିଦନିଆ ଓ ଆଖାୟା ନିବାସୀ ସମସ୍ତ ବିଶ୍ୱାସୀଙ୍କ ପ୍ରତି ଆଦର୍ଶ ସ୍ୱରୂପ ହୋଇଥିଲ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ತುಮಿ ಮೆಸಿದೊನಿಯಾತ್ಲ್ಯಾ ಅನಿ ಅಖಾಯಿಯಾತ್ಲ್ಯಾ ಜೆಜು ಕ್ರಿಸ್ತಾಚ್ಯಾ ವರ್‍ತಿ ವಿಶ್ವಾಸ್ ಥವಲ್ಲ್ಯಾ ಸಗ್ಳ್ಯಾ ಲೊಕಾತ್ನಿ ಎಕ್ ಉದಾರನ್ ಹೊವ್ನ್ ಹಾಸಿ.