1 Thessalonians 1:8 — Compare Translations

7 translations compared side by side

Odia - 1840
"ମାକିଦନିଆ ଓ ଆଖାଯା ରେ ତୁମ୍ଭମାନଙ୍କ ପାଖରୁ ପ୍ରଭୁଙ୍କର ଶିକ୍ଷା ପ୍ରସାରିତ ହାଇେଥିଲା। ପ୍ରେତ୍ୟକକ ସ୍ଥାନ ରେ ପରମେଶ୍ବରଙ୍କଠା ରେ ତୁମ୍ଭ ବିଶ୍ବାସ ପରିଚିତ ହାଇେଛି। ଅତଏବ ତୁମ୍ଭମାନଙ୍କ ବିଶ୍ବାସ ବିଷୟ ରେ ଆମ୍ଭର କିଛି କହିବାର ଆବଶ୍ଯକ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭମାନଙ୍କଠାରୁ ପ୍ରଭୁଙ୍କର ବାକ୍ୟ ଯେ କେବଳ ମାକିଦନିଆ ଓ ଆଖାୟାରେ ଘୋଷିତ ହୋଇଅଛି, ତାହା ନୁହେଁ, ମାତ୍ର ଈଶ୍ଵରଙ୍କ ପ୍ରତି ତୁମ୍ଭମାନଙ୍କ ବିଶ୍ଵାସର ବିଷୟ ସର୍ବତ୍ର ଏପରି ବ୍ୟାପ୍ତ ହୋଇଅଛି ଯେ, ସେ ସମ୍ଵନ୍ଧରେ ଆମ୍ଭମାନଙ୍କର କିଛି କହିବା ଆବଶ୍ୟକ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କ ନିକଟରୁ ଯେ କେବଳ ପ୍ରଭୁଙ୍କ ଶୁଭ ବାର୍ତ୍ତା ମାସିଦୋନିଆ ଓ ଆଖାୟାରେ ବ୍ୟାପ୍ତ ହୋଇଥିଲା ତା’ ନୁହେଁ; ମାତ୍ର ତୁମ୍ଭମାନଙ୍କର ଈଶ୍ୱର-ବିଶ୍ୱାସ କଥା ସର୍ବତ୍ର ଏପରି ଭାବରେ ପ୍ରକାଶ ପାଇଛି ଯେ, ଏ ବିଷୟରେ ଆମର ଆଉ ଅଧିକ କିଛି କହିବା ପ୍ରୟୋଜନ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ମାକିଦନିଆ ଓ ଆଖାୟାରେ ତୁମ୍ଭମାନଙ୍କ ପାଖରୁ ପ୍ରଭୁଙ୍କର ଶିକ୍ଷା ପ୍ରସାରିତ ହୋଇଥିଲା। ପ୍ରତ୍ୟେକ ସ୍ଥାନରେ ପରମେଶ୍ୱରଙ୍କଠାରେ ତୁମ୍ଭ ବିଶ୍ୱାସ ପରିଚିତ ହୋଇଛି। ଅତଏବ ତୁମ୍ଭମାନଙ୍କ ବିଶ୍ୱାସ ବିଷୟରେ ଆମ୍ଭର କିଛି କହିବାର ଆବଶ୍ୟକ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭମାନଙ୍କ ଦ୍ୱାରା ପ୍ରଭୁଙ୍କର ବାକ୍ୟ ଯେ କେବଳ ମାକିଦନିଆ ଓ ଆଖାୟାରେ ପ୍ରଚାରିତ ହୋଇଅଛି, ତାହା ନୁହେଁ, ମାତ୍ର ଈଶ୍ବରଙ୍କ ପ୍ରତି ତୁମ୍ଭମାନଙ୍କ ବିଶ୍ୱାସର ବିଷୟ ସର୍ବତ୍ର ଏପରି ବ୍ୟାପ୍ତ ହୋଇଅଛି ଯେ, ସେ ସମ୍ବନ୍ଧରେ ଆମ୍ଭମାନଙ୍କର କିଛି କହିବା ଆବଶ୍ୟକ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ଥେସଲନୀକୀୟ ବିଶ୍ୱାସୀମାନଙ୍କ ଦ୍ୱାରା ପ୍ରଭୁଙ୍କର ବାକ୍ୟ ଯେ କେବଳ ମାକିଦନିଆ ଓ ଆଖାୟାରେ ପ୍ରଚାରିତ ହୋଇଅଛି, ତାହା ନୁହେଁ, ମାତ୍ର ଈଶ୍ୱରଙ୍କ ପ୍ରତି ତୁମ୍ଭମାନଙ୍କ ବିଶ୍ୱାସର ବିଷୟ ସର୍ବତ୍ର ଏପରି ବ୍ୟାପ୍ତ ହୋଇଅଛି ଯେ, ସେ ସମ୍ବନ୍ଧରେ ଆମ୍ଭମାନଙ୍କର କିଛି କହିବା ଆବଶ୍ୟକ ନୁହେଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಧನಿಯಾಚ್ಯಾ ವಿಶಯಾತ್ಲಿ ಬರಿ ಖಬರ್ ತುಮ್ಚ್ಯಾ ವೈನಾ ಸಗ್ಳ್ಯಾ ಮೆಸಿದೊನಿಯಾತ್ ಅನಿ ಅಖಾಯಿಯಾತ್ ಪರ್ಗಟ್ ಹೊಲ್ಲೆ ತವ್ಡೆಚ್ ನ್ಹಯ್, ದೆವಾ ವರ್‍ತಿ ತುಮಿ ಥವಲ್ಲ್ಯಾ ವಿಶ್ವಾಸಾಚಿ ಖಬರ್ ಸೈತ್ ಸಗ್ಳ್ಯಾಕ್ಡೆ ಜಾವ್ನ್ ಪಾವ್ಲಾ, ಹೆಚ್ಯಾ ವಿಶಯಾತ್ ಅಮಿ ಅನಿ ಕಾಯ್ ಜಾಸ್ತಿಚೆ ಸಾಂಗುಚೆ ಮನುನ್ ನಾ.