1 Thessalonians 2:1 — Compare Translations

7 translations compared side by side

Odia - 1840
"ଭାଇ ଓ ଭଉଣୀମାନେ! ତୁମ୍ଭମାନେେ ଜାଣିଛ ଯେ, ଆମ୍ଭମାନଙ୍କର ତୁମ୍ଭମାନଙ୍କ ପାଖକୁ ୟିବା ବୃଥା ନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଭାଇମାନେ, ତୁମ୍ଭେମାନେ ତ ନିଜେ ଜାଣ ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ବ୍ୟର୍ଥ ହୋଇ ନାହିଁ;
Odia BSI (ପବିତ୍ର ବାଇବଲ (CL) NT (BSI))
ହେ ଆମର ଭାଇମାନେ! ତୁମ୍ଭେମାନେ ନିଜେ ଜାଣ ଯେ, ତୁମ ନିକଟକୁ ଆମର ଆଗମନ ବ୍ୟର୍ଥ ହୋଇ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଥେସଲନୀକୀଠାରେ ପାଉଲଙ୍କ କାର୍ଯ୍ୟ ଭାଇ ଓ ଭଉଣୀମାନେ! ତୁମ୍ଭେମାନେ ଜାଣିଛ ଯେ, ଆମ୍ଭମାନଙ୍କର ତୁମ୍ଭମାନଙ୍କ ପାଖକୁ ଯିବା ବୃଥା ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଭାଇମାନେ, ତୁମ୍ଭେମାନେ ନିଜେ ଜାଣ ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ବୃଥା ହୋଇ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ହେ ଭାଇମାନେ, ତୁମ୍ଭେମାନେ ନିଜେ ଜାଣ ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ବ୍ୟର୍ଥ ହୋଇ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚ್ಯಾ ಭಾವಾನು ಅನಿ ಭೆನಿಯಾನು, ಅಮಿ ತುಮ್ಚ್ಯಾ ಮದ್ದಿ ಯೆಲ್ಲೆ ಕವ್ಡೆ ಫಾಯ್ದ್ಯಾಕ್ ಪಡ್ಲೆ ಮನ್ತಲೆ ತುಮ್ಕಾಚ್ ಬರೆ ಗೊತ್ತ್ ಹಾಯ್.