1 Thessalonians 2:10 — Compare Translations

7 translations compared side by side

Odia - 1840
"ବିଶ୍ବାସୀ ଯେ ତୁମ୍ଭମାନେେ, ତୁମ୍ଭମାନଙ୍କ ଗହଣ ରେ ରହିଥିଲା ବେଳେ, ଆମ୍ଭମାନେେ ପବିତ୍ର, ଧାର୍ମିକ ଓ ତ୍ରୁଟି ରହିତ ଜୀବନଯାପନ କରିଥିଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିଶ୍ଵାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଆମ୍ଭେମାନେ କିପରି ପବିତ୍ର, ଧାର୍ମିକ ଓ ଅନିନ୍ଦନୀୟ ବ୍ୟବହାର କରିଥିଲୁ, ସେଥିର ତୁମ୍ଭେମାନେ ସାକ୍ଷୀ, ପୁଣି ଈଶ୍ଵର ମଧ୍ୟ ସାକ୍ଷୀ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ଓ ସ୍ୱୟଂ ଈଶ୍ୱର ଆମର ସାକ୍ଷୀ - ତୁମ ପରି ବିଶ୍ୱାସୀମାନଙ୍କ ନିକଟରେ ଆମର ଆଚରଣ ନିର୍ମଳ, ନ୍ୟାୟସଙ୍ଗତ ଦୋଷଶୂନ୍ୟ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଗହଣରେ ରହିଥିଲାବେଳେ, ଆମ୍ଭେମାନେ ପବିତ୍ର, ଧାର୍ମିକ ଓ ତ୍ରୁଟି ରହିତ ଜୀବନଯାପନ କରିଥିଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଆମ୍ଭେମାନେ କିପରି ପବିତ୍ର, ଧାର୍ମିକ ଓ ଅନିନ୍ଦନୀୟ ବ୍ୟବହାର କରିଥିଲୁ, ସେଥିର ତୁମ୍ଭେମାନେ ସାକ୍ଷୀ, ପୁଣି, ଈଶ୍ବର ମଧ୍ୟ ସାକ୍ଷୀ।
Odia IRV 2017 (ଓଡିଆ ବାଇବେଲ)
ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଆମ୍ଭେମାନେ କିପରି ପବିତ୍ର, ଧାର୍ମିକ ଓ ଅନିନ୍ଦନୀୟ ବ୍ୟବହାର କରିଥିଲୁ, ସେଥିର ତୁମ୍ଭେମାନେ ସାକ୍ଷୀ, ପୁଣି, ଈଶ୍ୱର ମଧ୍ୟ ସାକ୍ଷୀ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ದೆವಾಕ್ ವಿಶ್ವಾಸ್ ಕರಲ್ಲ್ಯಾ ಮಾನಾ ತುಮ್ಚ್ಯಾ ವಾಂಗ್ಡಾ ಅಮಿ ರ್‍ಹಾತಲಿ ಚಾಲ್ ಕವ್ಡಿ ಪವಿತ್ರ್, ನಿಯತ್ತಿಚಿ ಅನಿ ಸಾಪ್‍ಮನಾಚಿ ಹೊವ್ನ್ ಹೊತ್ತಿ ಮನ್ತಲ್ಯಾಕ್ ತುಮಿಚ್ ಸಾಕ್ಷಿ, ಅನಿ ದೆವ್‍ಬಿ ಸಾಕ್ಷಿ.