1 Thessalonians 2:11 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ଓ ପରମେଶ୍ବର ମଧ୍ଯ ଜାଣନ୍ତି ଯେ, ଏହା ସତ୍ଯ। ପିତା ନିଜ ସନ୍ତାନମାନଙ୍କୁ ସ୍ନହେ କଲା ଭଳି ଆମ୍ଭେ ତୁମ୍ଭମାନଙ୍କ ସହିତ ସ୍ନହପେୂର୍ବକ ବ୍ଯବହାର କରିଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେମାନେ ତ ଜାଣ, ପିତା ଯେପ୍ରକାରେ ଆପଣା ସନ୍ତାନମାନଙ୍କୁ, ସେହିପ୍ରକାରେ ଆମ୍ଭେମାନେ ତୁମ୍ଭ ପ୍ରତ୍ୟେକ ଜଣକୁ ଉପଦେଶ ଓ ଉତ୍ସାହ ଦେଇ ଏକା; ଅନୁରୋଧ କରିଥିଲୁ,
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ଜାଣ, ପିତା ଯେପରି ନିଜ ସନ୍ତାନମାନଙ୍କ ପ୍ରତି ବ୍ୟବହାର କରି ଥାଆନ୍ତା, ଆମେ ତୁମ୍ଭମାନଙ୍କ ପ୍ରତି ଠିକ୍ ସେହିପରି ବ୍ୟବହାର କରିଥିଲୁ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଓ ପରମେଶ୍ୱର ମଧ୍ୟ ଜାଣନ୍ତି ଯେ, ଏହା ସତ୍ୟ। ପିତା ନିଜ ସନ୍ତାନମାନଙ୍କୁ ସ୍ନେହ କଲା ଭଳି ଆମ୍ଭେ ତୁମ୍ଭମାନଙ୍କ ସହିତ ସ୍ନେହପୂର୍ବକ ବ୍ୟବହାର କରିଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେମାନେ ତ ଜାଣ, ପିତା ଯେପ୍ରକାରେ ଆପଣା ସନ୍ତାନମାନଙ୍କୁ ଶିକ୍ଷା ଦିଅନ୍ତି, ସେହି ପ୍ରକାରେ ଆମ୍ଭେମାନେ ତୁମ୍ଭ ପ୍ରତ୍ୟେକ ଜଣକୁ ଉପଦେଶ ଓ ଉତ୍ସାହ ଦେଇ ଏକାନ୍ତ ଅନୁରୋଧ କରିଥିଲୁ,
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେମାନେ ତ ଜାଣ, ପିତା ଯେପ୍ରକାରେ ନିଜ ସନ୍ତାନମାନଙ୍କୁ ଶିକ୍ଷା ଦିଅନ୍ତି, ସେହି ପ୍ରକାରେ ଆମ୍ଭେମାନେ ତୁମ୍ଭ ପ୍ରତ୍ୟେକ ଜଣକୁ ଉପଦେଶ ଓ ଉତ୍ସାହ ଦେଇ ଏକାନ୍ତ ଅନୁରୋଧ କରିଥିଲୁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ಬಾಬಾ ಅಪ್ನಾಚ್ಯಾ ಪೊರಾಕ್ನಿ ಕಸೊ ಚಾಲ್ವುತಾ ತಸೆಚ್ ಅಮಿಬಿ ತುಮ್ಚ್ಯಾ ವಾಂಗ್ಡಾ ಚಲ್ಲಾಂವ್ ಮನ್ತಲೆ ತುಮ್ಕಾ ಗೊತ್ತ್ ಹಾಯ್.