1 Thessalonians 2:12 — Compare Translations

7 translations compared side by side

Odia - 1840
"ଆମ୍ଭେ ତୁମ୍ଭମାନଙ୍କୁ ଉତ୍ସାହ ପ୍ରଦାନ କରିଛୁ, ଆମ୍ଭେ ତୁମ୍ଭମାନଙ୍କୁ ଆଶ୍ବାସନା ଦଲେୁ ଏବଂ ପରମେଶ୍ବରଙ୍କ ପାଇଁ ଭଲ ଜୀବନଯାପନ କରିବା ପାଇଁ କହିଛୁ। ପରମେଶ୍ବର ତୁମ୍ଭମାନଙ୍କୁ ନିଜ ରାଜ୍ଯ ଓ ମହିମା ପ୍ରାପ୍ତ କରିବା ପାଇଁ ଡ଼ାକୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ତୁମ୍ଭମାନଙ୍କ ଆହ୍ଵାନକାରୀ ଯେଉଁ ଈଶ୍ଵର, ତାହାଙ୍କ ରାଜ୍ୟ ଓ ଗୌରବର ଅଂଶୀ ହେବା ନିମନ୍ତେ ତୁମ୍ଭେମାନେ ତାହାଙ୍କର ଯୋଗ୍ୟ ଆଚରଣ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ ତୁମକୁ ଉତ୍ସାହିତ କରିଥିଲୁ, ସାନ୍ତ୍ୱନା ପ୍ରଦାନ କରିଥିଲୁ, ପୁଣି ତୁମ୍ଭେମାନେ ଯେପରି ଈଶ୍ୱରଙ୍କ ଯୋଗ୍ୟ ଆଚରଣ କରି ତାଙ୍କ ରାଜ୍ୟ ଓ ଗୌରବର ଅଂଶୀ ହେବା ପାଇଁ ତାଙ୍କର ଆହ୍ୱାନ ଗ୍ରହଣ କରିପାରିବ, ଏଥିନିମନ୍ତେ ଉତ୍ସାହ ଦେଇଥିଲୁ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ତୁମ୍ଭମାନଙ୍କୁ ଉତ୍ସାହ ପ୍ରଦାନ କରିଛୁ, ଆମ୍ଭେ ତୁମ୍ଭମାନଙ୍କୁ ଆଶ୍ୱାସନା ଦେଲୁ ଏବଂ ପରମେଶ୍ୱରଙ୍କ ପାଇଁ ଭଲ ଜୀବନଯାପନ କରିବା ପାଇଁ କହିଛୁ। ପରମେଶ୍ୱର ତୁମ୍ଭମାନଙ୍କୁ ନିଜ ରାଜ୍ୟ ଓ ମହିମା ପ୍ରାପ୍ତ କରିବା ପାଇଁ ଡାକୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ତୁମ୍ଭମାନଙ୍କ ଆହ୍ୱାନକାରୀ ଈଶ୍ବରଙ୍କ ଯୋଗ୍ୟ ଆଚରଣ କରି, ତାହାଙ୍କ ରାଜ୍ୟ ଓ ଗୌରବର ଅଂଶୀ ହୋଇପାର।
Odia IRV 2017 (ଓଡିଆ ବାଇବେଲ)
ଯେପରି ତୁମ୍ଭମାନଙ୍କ ଆହ୍ୱାନକାରୀ ଈଶ୍ୱରଙ୍କ ଯୋଗ୍ୟ ଆଚରଣ କରି, ତାହାଙ୍କ ରାଜ୍ୟ ଓ ଗୌରବର ଅଂଶୀ ହୋଇ ପାର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಕಾ ಹರಿಎಕ್ಲ್ಯಾಕ್ನಿ ಅಮಿ ಉಮ್ಮೆದ್ ದಿಲಾಂವ್, ಅನಿ ಸಮಾದಾನ್ ಸಾಂಗ್ಲಾಂವ್ ಅನಿ ಅಪ್ನಾಚ್ಯಾ ರಾಜಾತ್ ಅನಿ ಮಹಿಮೆತ್ ಭಾಗ್ ಘೆವ್ಕ್ ಮನುನ್ ಬಲ್ವಲ್ಲ್ಯಾ ದೆವಾಕ್ ಪಸಂದ್ ಯೆಯ್ ಸಾರ್ಕೆ; ತುಮ್ಚಿ ಜಿವನಾ ಚಾಲ್ವುನ್ ಘೆವ್ನ್ ಜಾವ್ಚೆ ಮನುನ್ ಅಮಿ ತುಮ್ಚೆಕ್ಡೆ ಮಾಗ್ಲಾಂವ್.