1 Thessalonians 2:13 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ଆମ୍ଭମାନଙ୍କଠାରୁ ଶୁଣିଥିବା ଶିକ୍ଷାଗୁଡ଼ିକୁ ମଣିଷମାନଙ୍କର ନୁହେଁ ବରଂ ପରମେଶ୍ବରଙ୍କ ବାକ୍ଯ ବୋଲି ଭାବି ଗ୍ରହଣ କରିଥିବାରୁ, ଆମ୍ଭେ ପରମେଶ୍ବରଙ୍କୁ ଅନବରତ ଧନ୍ଯବାଦ ଜଣାଉଛୁ। ଏହା ପ୍ରକୃତ ରେ ପରମେଶ୍ବରଙ୍କ ଶିକ୍ଷା। ଏହି ଶିକ୍ଷାର ପ୍ରଭାବ, ବିଶ୍ବାସୀ ଯେ ତୁମ୍ଭମାନେେ, ତୁମ୍ଭମାନଙ୍କ ଉପରେ ପଡ଼ିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଏହି କାରଣରୁ ଆମ୍ଭେମାନେ ମଧ୍ୟ ନିରନ୍ତର ଈଶ୍ଵରଙ୍କର ଧନ୍ୟବାଦ କରୁଅଛୁ ଯେ, ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ଵାରା ପ୍ରଚାରିତ ଈଶ୍ଵରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ତାହା ମନୁଷ୍ୟର ବାକ୍ୟ ସ୍ଵରୂପେ ଗ୍ରହଣ ନ କରି ବରଂ ଈଶ୍ଵରଙ୍କ ବାକ୍ୟ ସ୍ଵରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଈଶ୍ଵରଙ୍କ ବାକ୍ୟ ଅଟେ, ପୁଣି ବିଶ୍ଵାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅନ୍ତରରେ ତାହା ମଧ୍ୟ କାର୍ଯ୍ୟ ସାଧନ କରୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ କାହିଁକି ସର୍ବଦା ଈଶ୍ୱରଙ୍କୁ ଧନ୍ୟବାଦ ଦେଉଥାଉ, ତାହାର ଅନ୍ୟ ଏକ କାରଣ ମଧ୍ୟ ରହିଛି। ଆମେ ଯେତେବେଳେ ତୁମ୍ଭମାନଙ୍କ ନିକଟକୁ ଈଶ୍ୱରଙ୍କ ବାର୍ତ୍ତା ଆଣିଥିଲୁ, ତୁମ୍ଭେମାନେ ତାହା ମନୁଷ୍ୟର ବାର୍ତ୍ତା ବୋଲି ମନେ ନ କରି, ଈଶ୍ୱରଙ୍କ ବାର୍ତ୍ତା ରୂପେ ଶୁଣିଥିଲ ଓ ଗ୍ରହଣ କରିଥିଲ। ପ୍ରକୃତରେ ତାହା ଈଶ୍ୱରଙ୍କର ବାର୍ତ୍ତା ଓ ତୁମ୍ଭମାନଙ୍କ ପରି ବିଶ୍ୱାସୀମାନଙ୍କ ଅନ୍ତକରଣରେ ତାହା ସକ୍ରିୟ ହୋଇ ରହେ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଶୁଣିଥିବା ଶିକ୍ଷାଗୁଡ଼ିକୁ ମଣିଷମାନଙ୍କର ନୁହେଁ ବରଂ ପରମେଶ୍ୱରଙ୍କ ବାକ୍ୟ ବୋଲି ଭାବି ଗ୍ରହଣ କରିଥିବାରୁ, ଆମ୍ଭେ ପରମେଶ୍ୱରଙ୍କୁ ଅନବରତ ଧନ୍ୟବାଦ ଜଣାଉଛୁ। ଏହା ପ୍ରକୃତରେ ପରମେଶ୍ୱରଙ୍କ ଶିକ୍ଷା। ଏହି ଶିକ୍ଷାର ପ୍ରଭାବ, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଉପରେ ପଡ଼ିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଏହି କାରଣରୁ ଆମ୍ଭେମାନେ ମଧ୍ୟ ନିରନ୍ତର ଈଶ୍ବରଙ୍କ ଧନ୍ୟବାଦ କରୁଅଛୁ ଯେ, ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ୱାରା ପ୍ରଚାରିତ ଈଶ୍ବରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ସେହି ବାକ୍ୟକୁ ମନୁଷ୍ୟର ବାକ୍ୟ ରୂପେ ଗ୍ରହଣ ନ କରି ବରଂ ଈଶ୍ବରଙ୍କ ବାକ୍ୟ ସ୍ୱରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଈଶ୍ବରଙ୍କ ବାକ୍ୟ ଅଟେ, ପୁଣି, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅନ୍ତରରେ ତାହା ମଧ୍ୟ କାର୍ଯ୍ୟ ସାଧନ କରୁଅଛି।
Odia IRV 2017 (ଓଡିଆ ବାଇବେଲ)
ଆଉ, ଏହି କାରଣରୁ ଆମ୍ଭେମାନେ ମଧ୍ୟ ନିରନ୍ତର ଈଶ୍ୱରଙ୍କ ଧନ୍ୟବାଦ କରୁଅଛୁ ଯେ, ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ୱାରା ପ୍ରଚାରିତ ଈଶ୍ୱରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ସେହି ବାକ୍ୟକୁ ମନୁଷ୍ୟର ବାକ୍ୟ ରୂପେ ଗ୍ରହଣ ନ କରି ବରଂ ଈଶ୍ୱରଙ୍କ ବାକ୍ୟ ସ୍ୱରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଈଶ୍ୱରଙ୍କ ବାକ୍ୟ ଅଟେ, ପୁଣି, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅନ୍ତରରେ ତାହା ମଧ୍ୟ କାର୍ଯ୍ୟ ସାଧନ କରୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ಚುಕಿನಸ್ತಾನಾ ದೆವಾಕ್ ಧನ್ಯವಾದ್ ದಿವ್ಕ್ ಅನಿ ಎಕ್ ಕಾರನ್ ಹಾಯ್, ತುಮಿ ಅಮ್ಚ್ಯಾಕ್ನಾ ಬರಿ ಖಬರ್ ಆಯ್ಕಲ್ಲ್ಯಾ ತನ್ನಾ, ತುಮಿ ತ್ಯಾ ಮಾನ್ಸಾಚ್ಯಾ ಗೊಸ್ಟಿಯಾ ನ್ಹಯ್ ದೆವಾಚಿ ಬರಿ ಖಬರ್ ಮನುನ್ ಮಾನುನ್ ಘೆಟ್ಲ್ಯಾಶಿ, ಅನಿ ತ್ಯಾ ದೆವಾಚ್ಯಾಚ್ ಗೊಸ್ಟಿಯಾ ತೆ ಖರೆ. ಅನಿ ತೊಚ್ ತುಮ್ಕಾ ಹ್ಯಾ ವಿಶ್ವಾಸಾತ್ ಘಟ್ ಕರುನ್ ಚಾಲ್ವುನ್ ನ್ಹೆತಾ.