1 Thessalonians 2:15 — Compare Translations

7 translations compared side by side

Odia - 1840
"ସେ ଯିହୂଦୀମାନେ ପ୍ରଭୁ ଯୀଶୁଙ୍କୁ ମାରି ଦେଲେ। ସମାନେେ ଭବିଷ୍ଯଦ୍ ବକ୍ତାମାନଙ୍କୁ ମଧ୍ଯ ମାରି ଦେଲେ। ସହେି ଯିହୂଦୀମାନେ ଆମ୍ଭକୁ ସହେି ଅଞ୍ଚଳ ଛାଡ଼ିବା ପାଇଁ ବାଧ୍ଯ କଲେ। ପରମେଶ୍ବର ସମାନଙ୍କେଠା ରେ ସନ୍ତୁଷ୍ଟ ନୁହଁନ୍ତି। ସମାନେେ ସମଗ୍ର ମାନବ ଜାତିର ବିରୋଧୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଯିହୁଦୀମାନେ ପ୍ରଭୁ ଯୀଶୁଙ୍କୁ, ପୁଣି ଭାବବାଦୀମାନଙ୍କୁ ମଧ୍ୟ ବଧ କରିଥିଲେ, ଆଉ ଆମ୍ଭମାନଙ୍କୁ ତାଡ଼ନା କଲେ; ସେମାନେ ଈଶ୍ଵରଙ୍କ ଅସନ୍ତୋଷପାତ୍ର ଓ ସମସ୍ତ ମାନବଜାତିର ବିପକ୍ଷ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ଇହୁଦୀମାନେ ପ୍ରଭୁ ଯୀଶୁଙ୍କୁ ଓ ଭାବବାଦୀମାନଙ୍କୁ ବଧ କରିଥିଲେ ଓ ଆମ୍ଭମାନଙ୍କୁ ମଧ୍ୟ ନିର୍ଯ୍ୟାତିତ କରିଥିଲେ। ସେମାନଙ୍କ ପ୍ରତି ଈଶ୍ୱର କେଡ଼େ ଅସନ୍ତୁଷ୍ଟ! ସମଗ୍ର ମାନବ ଜାତିର ସେମାନେ ଶତ୍ରୁ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଯିହୂଦୀମାନେ ପ୍ରଭୁ ଯୀଶୁଙ୍କୁ ମାରିଦେଲେ। ସେମାନେ ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କୁ ମଧ୍ୟ ମାରିଦେଲେ। ସେହି ଯିହୂଦୀମାନେ ଆମ୍ଭକୁ ସେହି ଅଞ୍ଚଳ ଛାଡ଼ିବା ପାଇଁ ବାଧ୍ୟ କଲେ। ପରମେଶ୍ୱର ସେମାନଙ୍କଠାରେ ସନ୍ତୁଷ୍ଟ ନୁହନ୍ତି। ସେମାନେ ସମଗ୍ର ମାନବ ଜାତିର ବିରୋଧୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଯିହୁଦୀମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ, ପୁଣି, ଭାବବାଦୀମାନଙ୍କୁ ମଧ୍ୟ ବଧ କରିଥିଲେ, ଆଉ ଆମ୍ଭମାନଙ୍କୁ ତାଡ଼ନା କଲେ; ସେମାନେ ଈଶ୍ବରଙ୍କ ଅସନ୍ତୋଷପାତ୍ର ଓ ସମସ୍ତ ମାନବଜାତିର ବିପକ୍ଷ,
Odia IRV 2017 (ଓଡିଆ ବାଇବେଲ)
ସେହି ଯିହୂଦୀମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ, ପୁଣି, ଭାବବାଦୀମାନଙ୍କୁ ମଧ୍ୟ ବଧ କରିଥିଲେ, ଆଉ ଆମ୍ଭମାନଙ୍କୁ ତାଡନା କଲେ; ସେମାନେ ଈଶ୍ୱରଙ୍କ ଅସନ୍ତୋଷପାତ୍ର ଓ ସମସ୍ତ ମାନବଜାତିର ବିପକ୍ଷ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುದೆವಾನಿ ಜೆಜುಕ್ ಅಮ್ಚ್ಯಾ ಧನಿಯಾಕ್ ಅನಿ ಪ್ರವಾದ್ಯಾಕ್ನಿ ಜಿವಾನಿ ಮಾರ್‍ಲ್ಯಾನಿ, ಅನಿ ಅಮ್ಕಾಬಿ ತರಾಸ್ ದಿಲ್ಯಾನಿ. ತೆನಿ ದೆವಾಚ್ಯಾ ದಿಸ್ಟಿಕ್ ಲೈ ವಾಯ್ಟ್ ದಿಸ್ತಲೆ ಕರುಲ್ಯಾತ್, ಸಗ್ಳ್ಯಾ ಲೊಕಾಕ್ನಿ ತೆನಿ ವಿರೊದ್ ಹೊವ್ನ್ ಹಾತ್!