1 Thessalonians 2:17 — Compare Translations

7 translations compared side by side

Odia - 1840
"ଭାଇ ଓ ଭଉଣୀମାନେ! ଆମ୍ଭେ ଅଳ୍ପ ସମୟ ପାଇଁ ତୁମ୍ଭମାନଙ୍କ ପାଖରୁ ଦୂର ରେ ଥିଲୁ। ଆମ୍ଭେ ଶାରୀରିକ ଭାବରେ ସଠାେରେ ନ ଥିଲେ ମଧ୍ଯ, ଆମ୍ଭର ଚିନ୍ତାଗୁଡ଼ିକ ସଠାେରେ ଅଛି। ଆମ୍ଭେ ତୁମ୍ଭମାନଙ୍କୁ ଦେଖିବା ଲାଗି ବ୍ଯଗ୍ର ଥିଲୁ ଓ ସେଥିପାଇଁ ଅଧିକ ଯତ୍ନ ମଧ୍ଯ କରିଥିଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ, ହେ ଭାଇମାନେ, ଆମ୍ଭେମାନେ ହୃଦୟରେ ନୁହେଁ, ମାତ୍ର ଶରୀରରେ ଅଳ୍ପ ସମୟ ପାଇଁ ତୁମ୍ଭମାନଙ୍କଠାରୁ ବିଚ୍ଛିନ୍ନ ହୋଇଥିବାରୁ ତୁମ୍ଭମାନଙ୍କ ମୁଖ ଦେଖିବାକୁ ଅତ୍ୟ; ଆକାଂକ୍ଷା ସହକାରେ ଅଧିକ ଚେଷ୍ଟା କରିଥିଲୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଭାଇମାନେ, ଯେତେବେଳେ ଅଳ୍ପ ସମୟ ପାଇଁ ତୁମ୍ଭମାନଙ୍କ ନିକଟରୁ ଆମେ ବିଚ୍ଛିନ୍ନ ହୋଇଥିଲୁ ଅବଶ୍ୟ ଶାରୀରିକଭାବେ, କାରଣ ଆମ ମନରେ ତୁମେ ସଦା ବିଦ୍ୟମାନ। - ତୁମକୁ ସ୍ମରଣ କରି ଆମେ କେଡ଼େ ଚିନ୍ତାକୁଳ ହୋଇଥିଲୁ ଓ ପୁନର୍ବାର ତୁମକୁ ଦେଖିବା ପାଇଁ ଆମେ କେତେ ଉଦ୍ୟମ କରିଥିଲୁ।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ ପୁଣି ଥରେ ସେମାନଙ୍କୁ ଦେଖାକରିବାକୁ ଇଚ୍ଛା କରନ୍ତି ଭାଇ ଓ ଭଉଣୀମାନେ! ଆମ୍ଭେ ଅଳ୍ପ ସମୟ ପାଇଁ ତୁମ୍ଭମାନଙ୍କ ପାଖରୁ ଦୂରରେ ଥିଲୁ। ଆମ୍ଭେ ଶାରୀରିକ ଭାବରେ ସେଠାରେ ନ ଥିଲେ ମଧ୍ୟ, ଆମ୍ଭର ଚିନ୍ତାଗୁଡ଼ିକ ସେଠାରେ ଅଛି। ଆମ୍ଭେ ତୁମ୍ଭମାନଙ୍କୁ ଦେଖିବା ଲାଗି ବ୍ୟଗ୍ର ଥିଲୁ ଓ ସେଥିପାଇଁ ଅଧିକ ଯତ୍ନ ମଧ୍ୟ କରିଥିଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ, ହେ ଭାଇମାନେ, ଆମ୍ଭେମାନେ ହୃଦୟରେ ନୁହେଁ, ମାତ୍ର ଶରୀରରେ ଅଳ୍ପ ସମୟ ପାଇଁ ତୁମ୍ଭମାନଙ୍କଠାରୁ ବିଚ୍ଛିନ୍ନ ହୋଇଥିବାରୁ ତୁମ୍ଭମାନଙ୍କ ମୁଖ ଦେଖିବାକୁ ଅତ୍ୟନ୍ତ ଆକାଂକ୍ଷା ସହକାରେ ଅଧିକ ଚେଷ୍ଟା କରିଥିଲୁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ, ହେ ଭାଇମାନେ, ଆମ୍ଭେମାନେ ହୃଦୟରେ ନୁହେଁ, ମାତ୍ର ଶରୀରରେ ଅଳ୍ପ ସମୟ ପାଇଁ ତୁମ୍ଭମାନଙ୍କଠାରୁ ବିଚ୍ଛିନ୍ନ ହୋଇଥିବାରୁ ତୁମ୍ଭମାନଙ୍କ ମୁଖ ଦେଖିବାକୁ ଅତ୍ୟନ୍ତ ଆକାଂକ୍ଷା ସହକାରେ ଅଧିକ ଚେଷ୍ଟା କରିଥିଲୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಕಾ ತರ್, ಭಾವಾನು ಅನಿ ಭೆನಿಯಾನು, ಎಕ್ ಉಲ್ಲೊ ಎಳ್ ಅಮಿ ತುಮ್ಚ್ಯಾಕ್ನಾ ಧುರ್ ಹೊಲಾಂವ್ ಹೊಯ್, ತಸೆ ಮಟ್ಲ್ಯಾರ್, ದೊಳ್ಯಾಂಚ್ಯಾ ಇದ್ರಾಕ್ ನಾವ್ ತವ್ಡೆಚ್, ಅಮ್ಚಿ ಮನಾ ಕನ್ನಾಬಿ ತುಮ್ಚ್ಯಾ ವಾಂಗ್ಡಾಚ್ ಹಾತ್. ಅಶೆ ಅಮಿ ಧುರ್ ಹಾವ್, ಖರೆ ಅನಿ ಎಗ್ದಾ ತುಮ್ಕಾ ಭೆಟುಚೆ ಮನ್ತಲಿ ಆಶಾ ಲೈ ಹಾಯ್.