1 Thessalonians 2:18 — Compare Translations

7 translations compared side by side

Odia - 1840
"ଆମ୍ଭେ ତୁମ୍ଭମାନଙ୍କ ପାଖକୁ ଆସିବାକୁ ଚେଷ୍ଟା କରିଥିଲୁ। ମୁଁ ପାଉଲ ନିଜେ କେତେ ଥର ଆସିବାକୁ ଚେଷ୍ଟା କରିଛି, କିନ୍ତୁ ଶୟତାନ ଆମ୍ଭକୁ ବାଧା ଦଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମନସ୍ଥ କରିଥିଲୁ, ବିଶେଷରେ ମୁଁ ପାଉଲ ଥରେ, ହଁ, ଦୁଇ ଥର ମନସ୍ଥ କରିଥିଲି, କିନ୍ତୁ ଶୟତାନ ଆମ୍ଭମାନଙ୍କୁ ବାଧା ଦେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କ ନିକଟକୁ ଫେରିଯିବା ପାଇଁ ଆମର ପ୍ରବଳ ଇଚ୍ଛା ଥିଲା ଓ ମୁଁ ନିେଜ ଫେରିଯିବା ପାଇଁ ଏକାଧିକ ଥର ଚେଷ୍ଟା କରିଥିଲି, କିନ୍ତୁ ଶୟତାନ ଆମକୁ ଏଥିରେ ବାଧା ଦେଲା।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ତୁମ୍ଭମାନଙ୍କ ପାଖକୁ ଆସିବାକୁ ଚେଷ୍ଟା କରିଥିଲୁ। ମୁଁ ପାଉଲ ନିଜେ କେତେ ଥର ଆସିବାକୁ ଚେଷ୍ଟା କରିଛି, କିନ୍ତୁ ଶୟତାନ ଆମ୍ଭକୁ ବାଧା ଦେଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମନସ୍ଥ କରିଥିଲୁ, ବିଶେଷରେ ମୁଁ ପାଉଲ ଥରେ, ହଁ, ଦୁଇ ଥର ମନସ୍ଥ କରିଥିଲି, କିନ୍ତୁ ଶୟତାନ ଆମ୍ଭମାନଙ୍କୁ ବାଧା ଦେଲା।
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମନସ୍ଥ କରିଥିଲୁ, ବିଶେଷରେ ମୁଁ ପାଉଲ ଥରେ, ହଁ, ଦୁଇ ଥର ମନସ୍ଥ କରିଥିଲି, କିନ୍ତୁ ଶୟତାନ ଆମ୍ଭମାନଙ୍କୁ ବାଧା ଦେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚ್ಯಾಸಾಟ್ನಿ ಮಿಯಾ ಪಾವ್ಲು ತುಮ್ಕಾ ಯೆವ್ನ್ ಭೆಟುಚೆಚ್ ಮನುನ್ ಲೈ ಖಟ್ಪಟ್ಲೊ, ಖರೆ ಸೈತಾನಾನ್ ಮಾಕಾ ಯೆವ್ಕುಚ್ ಸೊಡುಕ್ ನಾ.