1 Thessalonians 2:19 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ଆମ୍ଭର ଆଶା, ଆମ୍ଭର ଆନନ୍ଦ ଓ ଆମ୍ଭର ମୁକୁଟ। ଯେତବେେଳେ ଆମ୍ଭମାନଙ୍କର ପ୍ରଭୁଯୀଶୁ ଆସିବେ, ଆମ୍ଭେ ତୁମ୍ଭମାନଙ୍କ ପାଇଁ ଗର୍ବ ଅନୁଭବ କରିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭମାନଙ୍କ ଭରସା, ବା ଆନନ୍ଦ ବା ଦର୍ପର ମୁକୁଟ କଅଣ ଅଟେ? କି ତୁମ୍ଭେମାନେ ନୁହଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଯାହାହେଉ, ମୋର ବିଶ୍ୱାସ, ଆମ ପ୍ରଭୁ ଯୀଶୁଙ୍କ ଆଗମନ ବେଳେ ତାଙ୍କ ସମ୍ମୁଖରେ ଅନ୍ୟମାନଙ୍କ ପରି ତୁମ୍ଭେମାନେ ମଧ୍ୟ ଆମର ଆଶା, ଆନନ୍ଦ ଓ ବିଜୟ ଦର୍ପର କାରଣ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଆମ୍ଭର ଆଶା, ଆମ୍ଭର ଆନନ୍ଦ ଓ ଆମ୍ଭର ମୁକୁଟ। ଯେତେବେଳେ ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଆସିବେ, ଆମ୍ଭେ ତୁମ୍ଭମାନଙ୍କ ପାଇଁ ଗର୍ବ ଅନୁଭବ କରିବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭମାନଙ୍କ ଭରସା, ଆନନ୍ଦ କି ଦର୍ପର ମୁକୁଟ କଅଣ? ତାହା କି ତୁମ୍ଭେମାନେ ନୁହଁ?
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭମାନଙ୍କ ଭରସା, ଆନନ୍ଦ କି ଦର୍ପର ମୁକୁଟ କ'ଣ? ତାହା କି ତୁମ୍ଭେମାନେ ନୁହଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಆಕ್ರಿಕ್, ತುಮಿ ಹುರಲ್ಲ್ಯಾ ಸಗ್ಳ್ಯಾಂಚ್ಯಾನ್ಕಿ ಖಾಯ್ಲೆ ನ್ಹಯ್, ಧನಿ ಜೆಜು ಪರ್ತುನ್ ಯೆತಾನಾ ತೆಚ್ಯಾ ಇದ್ರಾಕ್ ಅಮಿ ಬೊಲ್ತಲೊ ಅಮ್ಚೊ ಬರೊಸೊ, ಅಮ್ಚಿ ಕುಶಿ, ಅನಿ ಜಿಕುನ್ ಘೆಟಲ್ಲ್ಯಾ ಮುಕುಟಾಕ್ ಕಾರನ್ ತುಮಿಚ್.