1 Thessalonians 2:20 — Compare Translations
7 translations compared side by side
Odia - 1840
"ପ୍ରକୃତ ରେ ତୁମ୍ଭମାନେେ ଆମ୍ଭର ମହିମା ଓ ଆମ୍ଭର ଆନନ୍ଦ ଅଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ତ ଆମ୍ଭମାନଙ୍କର ଗୌରବ ଓ ଆନନ୍ଦର କାରଣ ଅଟ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବାସ୍ତବିକ, ତୁମ୍ଭେମାନେ ଆମର ଗୌରବ ଓ ଆନନ୍ଦ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରକୃତରେ ତୁମ୍ଭେମାନେ ଆମ୍ଭର ମହିମା ଓ ଆମ୍ଭର ଆନନ୍ଦ ଅଟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ତ ଆମ୍ଭମାନଙ୍କ ଗୌରବ ଓ ଆନନ୍ଦର କାରଣ ଅଟ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ତ ଆମ୍ଭମାନଙ୍କ ଗୌରବ ଓ ଆନନ୍ଦର କାରଣ ଅଟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆಚ್ ತುಮಿ ಅಮ್ಚೊ ಗೌರವ್, ಅನಿ ಕುಶಿ.