1 Thessalonians 2:3 — Compare Translations

7 translations compared side by side

Odia - 1840
"ଆମ୍ଭେ ଲୋକଙ୍କୁ ଶିକ୍ଷା ଦେଉ। କହେି ଆମ୍ଭକୁ ପ୍ରବଞ୍ଚିତ କରିନାହିଁ। ଆମ୍ଭେ ମନ୍ଦ ନୋହୁଁ। ଆମ୍ଭେ ଲୋକମାନଙ୍କୁ ଛଳନା କରି ନାହୁଁ। କିନ୍ତୁ ଏଗୁଡ଼ିକ ଆମ୍ଭର ଶିକ୍ଷାଦାନ କରିବା ଉଦ୍ଦେଶ୍ଯ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭମାନଙ୍କ ଉପଦେଶ ଭ୍ରମ ଅବା ଅଶୁଚିତା-ମୂଳକ ଅବା ଛଳଯୁକ୍ତ ନୁହେଁ,
Odia BSI (ପବିତ୍ର ବାଇବଲ (CL) NT (BSI))
କୌଣସି ଭ୍ରମପୂର୍ଣ୍ଣ ବା ଅସାଧୁ ଅଭିପ୍ରାୟ ନେଇ ଆମେ ତୁମ୍ଭମାନଙ୍କ ନିକଟରେ ଆମର ଆବେଦନ ଜଣାଇ ନ ଥିଲୁ, କିଅବା ତୁମ୍ଭମାନଙ୍କୁ ଠକିବା ପାଇଁ କୌଣସି ଛଳନା ପ୍ରୟୋଗ କରି ନ ଥିଲୁ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଲୋକଙ୍କୁ ଶିକ୍ଷା ଦେଉ। କେହି ଆମ୍ଭକୁ ପ୍ରବଞ୍ଚିତ କରି ନାହିଁ। ଆମ୍ଭେ ମନ୍ଦ ନୋହୁଁ। ଆମ୍ଭେ ଲୋକମାନଙ୍କୁ ଛଳନା କରି ନାହୁଁ। କିନ୍ତୁ ଏଗୁଡ଼ିକ ଆମ୍ଭର ଶିକ୍ଷାଦାନ କରିବା ଉଦ୍ଦେଶ୍ୟ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭମାନଙ୍କ ଉପଦେଶ ଭ୍ରମ ଅବା ଅଶୁଚିତାମୂଳକ କିଅବା ଛଳଯୁକ୍ତ ନ ଥିଲା,
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭମାନଙ୍କ ଉପଦେଶ ଭ୍ରମ ଅବା ଅଶୁଚିତାମୂଳକ କିଅବା ଛଳଯୁକ୍ତ ନ ଥିଲା,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ತುಮ್ಕಾ ಶಿಕ್ವಲ್ಲಿ ಬರಿ ಖಬರ್ ಚುಕಿಚಿ ನಾಹೊಲ್ಯಾರ್ ಬುರ್ಶ್ಯಾ ಉದ್ದೆಶಾಚಿ ನ್ಹಯ್, ನಾಹೊಲ್ಯಾರ್ ಕೊನಾಕ್ ಮೊಸ್ ಕರುಚೆ ಮನ್ತಲೆಬಿ ನ್ಹಯ್,