1 Thessalonians 2:5 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ ଜାଣିଛ ଯେ, କବେେ ହେଲେ ଆମ୍ଭେ ଖୋସାମଦିଆ କଥା କହି ତୁମ୍ଭକୁ ପ୍ରଭାବିତ କରିବା ପାଇଁ ଚେଷ୍ଟା କରି ନାହୁଁ। ଆମ୍ଭେ ତୁମ୍ଭମାନଙ୍କର ଟଙ୍କା ପାଇବା ପାଇଁ ଚାହିଁ ନାହୁଁ। ତୁମ୍ଭମାନଙ୍କଠାରୁ ଆମ୍ଭେ ନିଜର କୌଣସି ସ୍ବାର୍ଥପର ଭାବ ଗୁପ୍ତ ରଖି ନାହୁଁ। ପରମେଶ୍ବର ଜାଣନ୍ତି ଯେ, ଏହା ସତ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ତ ଜାଣ ଯେ, ଆମ୍ଭେମାନେ କୌଣସି ସମୟରେ ଚାଟୁବାଦ ବ୍ୟବହାର କରି ନାହୁଁ ଅବା ଲୋଭକୁ ଗୁପ୍ତ କରିବା ନିମନ୍ତେ ଛଳନା କରି ନାହୁଁ, ଈଶ୍ଵର ଏଥିର ସାକ୍ଷୀ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ଭଲ ଭାବେ ଜାଣ ଯେ, ଆମେ ଚାଟୁବାକ୍ୟ କହି ତୁମ ନିକଟକୁ ଆସି ନ ଥିଲୁ, କିଅବା ଆମ ଲୋଭକୁ ପ୍ରଚ୍ଛନ୍ନ କରିବା ପାଇଁ ତୁମ ନିକଟରେ ଛଳ ବ୍ୟବହାର କରି ନ ଥିଲୁ - ଏହି ବିଷୟରେ ଈଶ୍ୱର ଆମର ସାକ୍ଷୀ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଜାଣିଛ ଯେ, କେବେ ହେଲେ ଆମ୍ଭେ ଖୋସାମଦିଆ କଥା କହି ତୁମ୍ଭକୁ ପ୍ରଭାବିତ କରିବା ପାଇଁ ଚେଷ୍ଟା କରି ନାହୁଁ। ଆମ୍ଭେ ତୁମ୍ଭମାନଙ୍କର ଟଙ୍କା ପାଇବା ପାଇଁ ଗ୍ଭହିଁ ନାହୁଁ। ତୁମ୍ଭମାନଙ୍କଠାରୁ ଆମ୍ଭେ ନିଜର କୌଣସି ସ୍ୱାର୍ଥପର ଭାବ ଗୁପ୍ତ ରଖି ନାହୁଁ। ପରମେଶ୍ୱର ଜାଣନ୍ତି ଯେ, ଏହା ସତ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ତ ଜାଣ ଯେ, ଆମ୍ଭେମାନେ କୌଣସି ପ୍ରକାର ଚାଟୁବାଦ ବ୍ୟବହାର କରି ନାହୁଁ, କିଅବା ଲୋଭର ଛଳନାତ୍ମକ ବାକ୍ୟ କହିନାହୁଁ, ଈଶ୍ବର ଏଥିର ସାକ୍ଷୀ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ତ ଜାଣ ଯେ, ଆମ୍ଭେମାନେ କୌଣସି ପ୍ରକାର ଚାଟୁବାଦ ବ୍ୟବହାର କରି ନାହୁଁ, କିଅବା ଲୋଭର ଛଳନାତ୍ମକ ବାକ୍ୟ କହିନାହୁଁ, ଈଶ୍ୱର ଏଥିର ସାକ୍ଷୀ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ಝುಟ್ಯಾ ಗೊಸ್ಟಿಯಾನಿ ಮಳ್ಳ್ ಕರುಕ್, ನಾ ಹೊಲ್ಯಾರ್, ಪೈಸ್ಯಾಂಚಿ ಆಶಾ ಕರುನ್ ನಾಟಕ್ ಕರುನ್ ದಾಕ್ವುಕ್ ಮನುನ್ ಯೆಲ್ಲೆ ನಾವ್, ದೆವುಚ್ ಹೆಕಾ ಸಗ್ಳ್ಯಾಕ್ ಸಾಕ್ಷಿ!