1 Thessalonians 2:7 — Compare Translations

7 translations compared side by side

Odia - 1840
"ଆମ୍ଭମାନେେ ଯୀଶୁଖ୍ରୀଷ୍ଟଙ୍କର ପ୍ ରରେିତ। ଅତଏବ ତୁମ୍ଭମାନଙ୍କ ମଧିଅରେ ଥିଲା ବେଳେ ଆମ୍ଭମାନେେ ତୁମ୍ଭମାନଙ୍କ ଦ୍ବାରା କାମ କରାଇବା ପାଇଁ ଆମ୍ଭ ଅଧିକାର ପ୍ରଯୋଗ କରି ପାରିଥାଆନ୍ତୁ। କିନ୍ତୁ ଆମ୍ଭେ ତୁମ୍ଭମାନଙ୍କ ସହିତ ଭଦ୍ର ବ୍ଯବହାର କରୁ। ଜଣେ ମାଆ ନିଜ ଶିଶୁମାନଙ୍କର ଯେପରି ଯତ୍ନ ନିଏ, ଆମ୍ଭେ ଠିକ୍ ସହେିପରି କଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଆମ୍ଭେମାନେ ତୁମ୍ଭମାନଙ୍କ ମଧ୍ୟରେ ମୃଦୁଶୀଳ ହୋଇ, ମାତା ଯେପରି ଆପଣା ସନ୍ତାନମାନଙ୍କୁ ଲାଳନପାଳନ କରେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଯଦିଓ ଖ୍ରୀଷ୍ଟଙ୍କ ପ୍ରେରିତ ଶିଷ୍ୟ ରୂପେ ଆମେ ତୁମ୍ଭମାନଙ୍କଠାରୁ ତାହା ଦାବୀ କରି ପାରିଥାନ୍ତୁ! କିନ୍ତୁ ମା’ ଯେପରି ନିଜର ସନ୍ତାନମାନଙ୍କର ଯତ୍ନ ନେଇଥାଏ, ତୁମ୍ଭମାନଙ୍କ ନିକଟରେ ଥିବା ସମୟରେ ଆମେ ତୁମ୍ଭମାନଙ୍କ ପ୍ରତି ସେହିପରି କୋମଳ ବ୍ୟବହାର କରିଥିଲୁ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କର ପ୍ରେରିତ। ଅତଏବ ତୁମ୍ଭମାନଙ୍କ ମଧ୍ୟରେ ଥିଲାବେଳେ ଆମ୍ଭେମାନେ ତୁମ୍ଭମାନଙ୍କ ଦ୍ୱାରା କାମ କରାଇବା ପାଇଁ ଆମ୍ଭ ଅଧିକାର ପ୍ରୟୋଗ କରି ପାରିଥାଆନ୍ତୁ। କିନ୍ତୁ ଆମ୍ଭେ ତୁମ୍ଭମାନଙ୍କ ସହିତ ଭଦ୍ର ବ୍ୟବହାର କଲୁ। ଜଣେ ମା ନିଜ ଶିଶୁମାନଙ୍କର ଯେପରି ଯତ୍ନ ନିଏ, ଆମ୍ଭେ ଠିକ୍ ସେହିପରି କଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ମୃଦୁଶୀଳ ହୋଇ, ମାତା ଯେପରି ଆପଣା ସନ୍ତାନମାନଙ୍କୁ ଲାଳନପାଳନ କରେ,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ମୃଦୁଶୀଳ ହୋଇ, ମାତା ଯେପରି ଆପଣା ସନ୍ତାନମାନଙ୍କୁ ଲାଳନପାଳନ କରେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ಕ್ರಿಸ್ತಾಚಿ ಅಪೊಸ್ತಲಾ ರ್‍ಹಾಲ್ಯಾರ್‍ಬಿ ಅಮ್ಕಾ ತಿಚ್ ಮರ್ಯಾದ್ ಗಾವುಕ್‍ ಪಾಜೆ ಮನುನ್ ಅಮಿ ಬಗುಕ್‍ನಾವ್. ಖರೆ ಎಕ್ ಅವ್ಸ್ ಕಸೆ ಅಪ್ನಾಚ್ಯಾ ಪೊರಾಕ್ನಿ ಸಂಬಾಳುನ್ ಘೆವ್ನ್ ಜಾತಾ, ತಸೆಚ್ ತುಮ್ಕಾಬಿ ಥಂಡ್ ಮನಾನ್ ಅಮಿ ಚಾಲ್ವುನ್ ಘೆವ್ನ್ ಗೆಲಾಂವ್.