1 Thessalonians 2:8 — Compare Translations

7 translations compared side by side

Odia - 1840
"ଆମ୍ଭେ ତୁମ୍ଭମାନଙ୍କୁ ବହୁତ ଭଲ ପାଇଲୁ। ଅତଏବ ଆମ୍ଭେ ତୁମ୍ଭମାନଙ୍କୁ କବଳେ ପରମେଶ୍ବରଙ୍କ ସୁସମାଚାରର ଅଂଶୀ କଲୁ ତାହା ନୁହେଁ, ବରଂ ନିଜର ଜୀବନ ମଧ୍ଯ ତୁମ୍ଭମାନଙ୍କ ସହିତ ବାଣ୍ଟି ଦବୋକୁ ପ୍ରସ୍ତୁତ ଥିଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ସ୍ନେହ ଥିବାରୁ ଆମ୍ଭେମାନେ ସେହି ପ୍ରକାରେ ତୁମ୍ଭମାନଙ୍କୁ ଈଶ୍ଵରଙ୍କ ସୁସମାଚାର କେବଳ ନୁହେଁ, ମାତ୍ର ଆପଣା ଆପଣା ପ୍ରାଣ ମଧ୍ୟ ଦେବାକୁ ଇଚ୍ଛୁକ ଥିଲୁ, କାରଣ ତୁମ୍ଭେମାନେ ଆମ୍ଭମାନଙ୍କର ପ୍ରିୟପାତ୍ର ହୋଇଥିଲ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କ ପ୍ରତି ଆମର ପ୍ରେମ ଯୋଗୁଁ, ତୁମକୁ କେବଳ ଈଶ୍ୱରଙ୍କ ସୁସମାଚାରର ଅଂଶୀଦାର କରାଇ ନ ଥିଲୁ, ମାତ୍ର ତୁମ ନିମନ୍ତେ ନିଜକୁ ଦାନ କରିବାକୁ ମଧ୍ୟ ଆମେ ପ୍ରସ୍ତୁତ ଥିଲୁ। ତୁମେ ଆମର କେଡ଼େ ପ୍ରିୟ ନ ଥିଲ!
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ତୁମ୍ଭମାନଙ୍କୁ ବହୁତ ଭଲ ପାଇଲୁ। ଅତଏବ ଆମ୍ଭେ ତୁମ୍ଭମାନଙ୍କୁ କେବଳ ପରମେଶ୍ୱରଙ୍କ ସୁସମାଗ୍ଭରର ଅଂଶୀ କଲୁ ତାହା ନୁହେଁ, ବରଂ ନିଜର ଜୀବନ ମଧ୍ୟ ତୁମ୍ଭମାନଙ୍କ ସହିତ ବାଣ୍ଟି ଦେବାକୁ ପ୍ରସ୍ତୁତ ଥିଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ପ୍ରକାରେ ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ସ୍ନେହ ଥିବାରୁ ଆମ୍ଭେମାନେ ତୁମ୍ଭମାନଙ୍କୁ ଈଶ୍ବରଙ୍କ ସୁସମାଚାର କେବଳ ନୁହେଁ, ମାତ୍ର ଆପଣା ପ୍ରାଣ ଦେବାକୁ ସୁଧା ଇଚ୍ଛୁକ ଥିଲୁ, କାରଣ ତୁମ୍ଭେମାନେ ଆମ୍ଭମାନଙ୍କ ପ୍ରିୟପାତ୍ର ହୋଇଥିଲ।
Odia IRV 2017 (ଓଡିଆ ବାଇବେଲ)
ସେହି ପ୍ରକାରେ ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ସ୍ନେହ ଥିବାରୁ ଆମ୍ଭେମାନେ ତୁମ୍ଭମାନଙ୍କୁ ଈଶ୍ୱରଙ୍କ ସୁସମାଚାର କେବଳ ନୁହେଁ, ମାତ୍ର ଆପଣା ପ୍ରାଣ ଦେବାକୁ ସୁଧା ଇଚ୍ଛୁକ ଥିଲୁ, କାରଣ ତୁମ୍ଭେମାନେ ଆମ୍ଭମାନଙ୍କ ପ୍ରିୟପାତ୍ର ହୋଇଥିଲ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಅಮಿ ತುಮ್ಕಾ ಲೈ ಪ್ರೆಮ್ ಕರ್ತಾಂವ್, ತೆಚ್ಯಾಸಾಟ್ನಿಚ್, ಖಾಲಿ ದೆವಾಚಿ ಬರಿ ಖಬರ್ ಎವ್ಡಿಚ್ ನ್ಹಯ್, ಅಮ್ಚೆ ಜಿವನ್ ಸೈತ್ ತುಮ್ಚ್ಯಾಕ್ಡೆ ಅಮಿ ವಾಟುನ್ ಘೆಟ್ಲಾಂವ್. ತುಮಿ ಅಮ್ಕಾ ಲೈ ಪ್ರೆಮಾಚಿ ಲೊಕಾ!.