1 Thessalonians 3:1 — Compare Translations

7 translations compared side by side

Odia - 1840
"ଆମ୍ଭେ ତୁମ୍ଭମାନଙ୍କ ପାଖକୁ ଆସିପାରି ନ ଥିଲୁ, କିନ୍ତୁ ଅଧିକ ଅପେକ୍ଷା କରିବା ମଧ୍ଯ ଅତ୍ଯନ୍ତ କଷ୍ଟଦାୟକ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିନିମନ୍ତେ ଆମ୍ଭେମାନେ ଆଉ ସହି ନ ପାରିବାରୁ ଆଥୀନୀରେ ଏକାକୀ ପଛରେ ରହିବା ପାଇଁ ସ୍ଥିର କଲୁ;
Odia BSI (ପବିତ୍ର ବାଇବଲ (CL) NT (BSI))
ଅବଶେଷରେ ଆମେ ଆଉ ସହ୍ୟ କରି ନ ପାରି ସ୍ଥିର କଲୁ ଯେ, ଆମେ ପଛେ ଆଥେନ୍ସ୍ରେ ନିଃସଙ୍ଗ ଜୀବନ ଯାପନ କରିବୁ,
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ତୁମ୍ଭମାନଙ୍କ ପାଖକୁ ଆସିପାରି ନ ଥିଲୁ, କିନ୍ତୁ ଅଧିକ ଅପେକ୍ଷା କରିବା ମଧ୍ୟ ଅତ୍ୟନ୍ତ କଷ୍ଟଦାୟକ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ ଆମ୍ଭେମାନେ ଆଉ ସହି ନ ପାରିବାରୁ ଆଥିନୀ ସହରରେ ଏକାକୀ ପଛରେ ରହିବା ପାଇଁ ସ୍ଥିର କଲୁ;
Odia IRV 2017 (ଓଡିଆ ବାଇବେଲ)
ଅତଏବ ଆମ୍ଭେମାନେ ଆଉ ସହି ନ ପାରିବାରୁ ଆଥୀନୀରେ ଏକାକୀ ପଛରେ ରହିବା ପାଇଁ ସ୍ଥିର କଲୁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಆಕ್ರಿಕ್ ಅನಿ ಲೈ ಎಳ್ ಅಮ್ಕಾ ರಾಕುಕ್ ಕಸ್ಟ್ ಹೊವ್ಲಾ, ತೆಚೆಸಾಟ್ನಿ ಅಮಿ ಅಥೆನ್ಸ್ ಮನ್ತಲ್ಯಾ ಜಾಗ್ಯಾರ್ ರ್‍ಹಾವ್ಚೆ ಮನುನ್ ನಿರ್ದಾರ್ ಕರ್ಲಾಂವ್,