1 Thessalonians 3:11 — Compare Translations

7 translations compared side by side

Odia - 1840
"ଆମ୍ଭର ପରମେଶ୍ବର, ପରମପିତା ଓ ଆମ୍ଭର ପ୍ରଭୁଯୀଶୁ ତୁମ୍ଭମାନଙ୍କ ପାଖ ରେ ପହଁଞ୍ଚିବା ପାଇଁ ମାର୍ଗ ପ୍ରସ୍ତୁତ କରନ୍ତୁ ବୋଲି, ଆମ୍ଭେ ପ୍ରାର୍ଥନା କରୁଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କ ଈଶ୍ଵର ଓ ପିତା ନିଜେ, ଆଉ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ତୁମ୍ଭମାନଙ୍କ ନିକଟକୁ ଆମ୍ଭମାନଙ୍କ ଗମନର ପଥ ସୁଗମ କରନ୍ତୁ;
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କ ନିକଟକୁ ଆସିବା ପାଇଁ ଆମ ପିତା ଈଶ୍ୱର ଓ ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଆମ ପଥ ପ୍ରସ୍ତୁତ କରି ଦିଅନ୍ତୁ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭର ପରମେଶ୍ୱର, ପରମପିତା ଓ ଆମ୍ଭର ପ୍ରଭୁ ଯୀଶୁ ତୁମ୍ଭମାନଙ୍କ ପାଖରେ ପହଞ୍ଚିବା ପାଇଁ ମାର୍ଗ ପ୍ରସ୍ତୁତ କରନ୍ତୁ ବୋଲି, ଆମ୍ଭେ ପ୍ରାର୍ଥନା କରୁଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କ ଈଶ୍ବର ଓ ପିତା ନିଜେ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ତୁମ୍ଭମାନଙ୍କ ନିକଟକୁ ଆମ୍ଭମାନଙ୍କ ଆଗମନର ପଥ ସୁଗମ କରନ୍ତୁ;
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କ ଈଶ୍ୱର ଓ ପିତା ନିଜେ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ତୁମ୍ଭମାନଙ୍କ ନିକଟକୁ ଆମ୍ଭମାନଙ୍କ ଆଗମନର ପଥ ସୁଗମ କରନ୍ତୁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾನ್ ಅಮ್ಚ್ಯಾ ಬಾಬಾನ್ ಅನಿ ಧನಿಯಾ ಜೆಜುನ್, ಅಮ್ಕಾ ತುಮ್ಚೆಕ್ಡೆ ಯೆವ್ನ್ ಪಾವಿ ಸಾರ್ಕಿ ವಾಟ್ ಕರುನ್ ದಿಲ್ಯಾರ್ ಫಿರೆ.