1 Thessalonians 3:13 — Compare Translations

7 translations compared side by side

Odia - 1840
"ତୁମ୍ଭମାନଙ୍କର ହୃଦୟ ଦୃଢ଼ ହେଉ ବୋଲି ଆମ୍ଭେ ପ୍ରାର୍ଥନା କରୁ। ତବେେ ଯେତବେେଳେ ଆମ୍ଭ ପ୍ରଭୁଯୀଶୁ ନିଜର ସମସ୍ତ ପବିତ୍ର ଲୋକଙ୍କ ଗହଣ ରେ ଆସିବେ, ତୁମ୍ଭମାନେେ ପରମପିତା ପରମେଶ୍ବରଙ୍କ ଆଗ ରେ ପବିତ୍ର ଭାବରେ ଓ ଦୋଷରହିତ ହାଇେ ଠିଆ ହାଇପୋରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତୁମ୍ଭମାନଙ୍କ ହୃଦୟ ସୁସ୍ଥିର କରି ରଖନ୍ତୁ, ଯେପରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଆପଣା ସମସ୍ତ ସାଧୁଙ୍କ ସହିତ ଆଗମନ କରିବା ସମୟରେ ତୁମ୍ଭେମାନେ ଆମ୍ଭମାନଙ୍କ ଈଶ୍ଵର ଓ ପିତାଙ୍କ ଛାମୁରେ ପବିତ୍ରତାରେ ଅନିନ୍ଦନୀୟ ଦେଖାଯିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହିପରି ଭାବେ ସେ ତୁମ୍ଭମାନଙ୍କୁ ବଳିଷ୍ଠ କରିବେ। ତାହାହେଲେ, ଆମ ପ୍ରଭୁ ଯୀଶୁ ଯେତେବେଳେ ସ୍ୱର୍ଗଦୂତମାନଙ୍କ ଗହଣରେ ଫେରି ଆସିବେ, ସେତେବେଳେ ତୁମ୍ଭେମାନେ ପିତା ଈଶ୍ୱରଙ୍କ ସମ୍ମୁଖରେ ସିଦ୍ଧ ଓ ପବିତ୍ର ହୋଇପାରିଥିବ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କର ହୃଦୟ ଦୃଢ଼ ହେଉ ବୋଲି ଆମ୍ଭେ ପ୍ରାର୍ଥନା କରୁ। ତେବେ ଯେତେବେଳେ ଆମ୍ଭ ପ୍ରଭୁ ଯୀଶୁ ନିଜର ସମସ୍ତ ପବିତ୍ର ଲୋକଙ୍କ ଗହଣରେ ଆସିବେ, ତୁମ୍ଭେମାନେ ପରମପିତା ପରମେଶ୍ୱରଙ୍କ ଆଗରେ ପବିତ୍ର ଭାବରେ ଓ ଦୋଷରହିତ ହୋଇ ଠିଆ ହୋଇପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତୁମ୍ଭମାନଙ୍କ ହୃଦୟ ସୁସ୍ଥିର କରି ରଖନ୍ତୁ, ଯେପରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଆପଣା ସମସ୍ତ ସାଧୁଙ୍କ ସହିତ ଆଗମନ କରିବା ସମୟରେ ତୁମ୍ଭେମାନେ ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ପବିତ୍ରତାରେ ଅନିନ୍ଦନୀୟ ଦେଖାଯିବ।
Odia IRV 2017 (ଓଡିଆ ବାଇବେଲ)
ସେ ତୁମ୍ଭମାନଙ୍କ ହୃଦୟ ସୁସ୍ଥିର କରି ରଖନ୍ତୁ, ଯେପରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଆପଣା ସମସ୍ତ ସାଧୁଙ୍କ ସହିତ ଆଗମନ କରିବା ସମୟରେ ତୁମ୍ଭେମାନେ ଆମ୍ଭମାନଙ୍କ ଈଶ୍ୱର ଓ ପିତାଙ୍କ ଛାମୁରେ ପବିତ୍ରତାରେ ଅନିନ୍ଦନୀୟ ଦେଖାଯିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಸೆ, ಅಮ್ಚೊ ಧನಿ ಜೆಜು ಕ್ರಿಸ್ತ್ ಅಪ್ನಾಚ್ಯಾ ಸಗ್ಳ್ಯಾ ಭಕ್ತಾಂಚ್ಯಾ ವಾಂಗ್ಡಾ ದಿಸ್ತಾನಾ, ದೆವಾ ಅಮ್ಚ್ಯಾ ಬಾಬಾಚ್ಯಾ ಇದ್ರಾಕ್ ತುಮಿ ಪವಿತ್ರ್ ಅನಿ ಪರಿಪುರ್ನ್ ಹೊವ್ನ್ ಇಬೆ ರ್‍ಹಾವ್ಕ್ ತೊಚ್ ತುಮ್ಚಿ ಮನಾ ವಿಶ್ವಾಸಾತ್ ಘಟ್ ಕರುಂದಿತ್.