1 Thessalonians 3:5 — Compare Translations
7 translations compared side by side
Odia - 1840
"ତୁମ୍ଭମାନଙ୍କ ବିଶ୍ବାସ ବିଷୟ ରେ ଜାଣି ପାରିବା ଉଦ୍ଦେଶ୍ଯ ରେ ମୁଁ ତୀମଥିଙ୍କୁ ତୁମ୍ଭମାନଙ୍କ ପାଖକୁ ପଠାଇଥିଲି। ଅଧିକ ଅପେକ୍ଷା କରିବାକୁ ର୍ଧୈୟ୍ଯ ନ ଥିବାରୁ, ମୁଁ ତାହାଙ୍କୁ ପଠାଇଥିଲି। ମାରେ ଭୟ ଥିଲା ଯେ, କାଳେ ପ୍ରଲୋଭନକାରୀ ଶୟତାନ ତୁମ୍ଭମାନଙ୍କୁ ପ୍ରଲୋଭନ ଦ୍ବାରା ପରାଜିତ କରିଥିବ। ତା' ହେଲେ ଆମ୍ଭର କଠାେର ପରିଶ୍ରମ ବ୍ଯର୍ଥ ହାଇଯେିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିନିମନ୍ତେ, କାଳେ ପରୀକ୍ଷକ ତୁମ୍ଭମାନଙ୍କୁ ପରୀକ୍ଷା କରିଥିବ ଓ ଆମ୍ଭମାନଙ୍କ ପରିଶ୍ରମ ବ୍ୟର୍ଥ ହୋଇଥିବ, ଏହା ଆଶଙ୍କା କରି ମୁଁ ମଧ୍ୟ ଆଉ ସହି ନ ପାରିବାରୁ ତୁମ୍ଭମାନଙ୍କ ବିଶ୍ଵାସ ବିଷୟ ଜାଣିବା ପାଇଁ ଲୋକ ପଠାଇଲି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ତୀମଥିଙ୍କୁ ପଠାଇଲି। ମୁଁ ଆଉ ନିଶ୍ଚିନ୍ତ ହୋଇ ରହିପାରିଲି ନାହିଁ। ତୁମ୍ଭେମାନେ ତୁମ ବିଶ୍ୱାସରେ ଅଟଳ ରହିଛି କି ନାହିଁ, ଜାଣିବା ନିମନ୍ତେ ମୁଁ ତାଙ୍କୁ ପଠାଇଲି। ସତେ କଅଣ ଶୟତାନ ତୁମ୍ଭମାନଙ୍କୁ ପ୍ରଲୋଭିତ କରିଥିବ ଓ ଆମର ସମସ୍ତ କାର୍ଯ୍ୟ ବିଫଳ ହୋଇଥିବ? ନା, ଏହା କଦାପି ସମ୍ଭବ ନୁହେଁ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କ ବିଶ୍ୱାସ ବିଷୟରେ ଜାଣି ପାରିବା ଉଦ୍ଦେଶ୍ୟରେ ମୁଁ ତୀମଥିଙ୍କୁ ତୁମ୍ଭମାନଙ୍କ ପାଖକୁ ପଠାଇଥିଲି। ଅଧିକ ଅପେକ୍ଷା କରିବାକୁ ଧୈର୍ଯ୍ୟ ନ ଥିବାରୁ, ମୁଁ ତାହାଙ୍କୁ ପଠାଇଥିଲି। ମୋର ଭୟ ଥିଲା ଯେ, କାଳେ ପ୍ରଲୋଭନକାରୀ ଶୟତାନ ତୁମ୍ଭମାନଙ୍କୁ ପ୍ରଲୋଭନ ଦ୍ୱାରା ପରାଜିତ କରିଥିବ। ତା’ହେଲେ ଆମ୍ଭର କଠୋର ପରିଶ୍ରମ ବ୍ୟର୍ଥ ହୋଇଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିନିମନ୍ତେ, କାଳେ ପରୀକ୍ଷକ ତୁମ୍ଭମାନଙ୍କୁ ପରୀକ୍ଷା କରିବ ଓ ଆମ୍ଭମାନଙ୍କ ପରିଶ୍ରମ ବ୍ୟର୍ଥ ହୋଇଯିବ, ଏହା ଚିନ୍ତା କରି ମୁଁ ମଧ୍ୟ ଆଉ ସହି ନ ପାରିବାରୁ ତୁମ୍ଭମାନଙ୍କ ବିଶ୍ୱାସ ବିଷୟ ଜାଣିବା ପାଇଁ ଲୋକ ପଠାଇଲି।
Odia IRV 2017 (ଓଡିଆ ବାଇବେଲ)
ଏଥି ନିମନ୍ତେ, କାଳେ ପରୀକ୍ଷକ ତୁମ୍ଭମାନଙ୍କୁ ପରିକ୍ଷା କରିବ ଓ ଆମ୍ଭମାନଙ୍କ ପରିଶ୍ରମ ବ୍ୟର୍ଥ ହୋଇଯିବ, ଏହା ଚିନ୍ତା କରି ମୁଁ ମଧ୍ୟ ଆଉ ସହି ନ ପାରିବାରୁ ତୁମ୍ଭମାନଙ୍କ ବିଶ୍ୱାସ ବିଷୟ ଜାଣିବା ପାଇଁ ଲୋକ ପଠାଇଲି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ ಮಿಯಾ ಲೈ ಎಳ್ ರಾಕುಕ್ ಹೊಯ್ನಾ. ತೆಚೆಸಾಟ್ನಿ ತುಮ್ಚೊ ವಿಶ್ವಾಸ್ ಕಳ್ವುನ್ ಘೆವ್ಚೆ ನ್ಹಯ್ ಮನುನ್ ತಿಮೊತಿಕ್ ತುಮ್ಚಾಕ್ಡೆ ಧಾಡುನ್ ದಿಲೊ, ಅಶೆ ಹೊವ್ನ್ ಸೈತಾನಾಚ್ಯಾ ಪಾಸಾತ್ ಪಡುನ್ ಅಮ್ಚೆ ಸಗ್ಳೆ ಕಾಮ್ ಹಾಳ್ ಹೊಯ್ ನಸ್ತಾನಾ ರ್ಹಾಂವ್ದಿತ್.