1 Thessalonians 3:6 — Compare Translations
7 translations compared side by side
Odia - 1840
"କିନ୍ତୁ ତୀମଥି ତୁମ୍ଭମାନଙ୍କ ପାଖରୁ ଆମ୍ଭମାନଙ୍କ ପାଖକୁ ଫରେି ଆସିଛନ୍ତି। ସେ ତୁମ୍ଭମାନଙ୍କର ବିଶ୍ବାସ ଓ ପ୍ ରମରେ ସୁଖବର ଆମ୍ଭକୁ ଦଇେଛନ୍ତି। ତୁମ୍ଭମାନେେ ଆମ୍ଭକୁ ସର୍ବଦା ମନେ ପକାଉଛ ବୋଲି ତୀମଥି ଆମ୍ଭକୁ କହିଲେ। ତୁମ୍ଭମାନେେ ଆମ୍ଭକୁ ଆଉଥରେ ଦେଖିବାକୁ ଗଭୀର ଭାବରେ ଚାହଁ ବୋଲି ସେ ଆମ୍ଭକୁ କହିଲେ। ଆମ୍ଭର ମଧ୍ଯ ସହେି ଇଚ୍ଛା। ଆମ୍ଭମାନେେ ତୁମ୍ଭକୁ ଦେଖିବାକୁ ପ୍ରବଳ ଆଗ୍ରହୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଏବେ ତୀମଥି ତୁମ୍ଭମାନଙ୍କ ନିକଟରୁ ଆମ୍ଭମାନଙ୍କ ନିକଟକୁ ଫେରି ଆସି ତୁମ୍ଭମାନଙ୍କ ବିଶ୍ଵାସ ଓ ପ୍ରେମ ସମ୍ଵନ୍ଧରେ, ପୁଣି ଆମ୍ଭେମାନେ ଯେପରି ତୁମ୍ଭମାନଙ୍କୁ ଦେଖିବାକୁ ଇଚ୍ଛା କରୁଅଛୁ, ସେହିପରି ତୁମ୍ଭେମାନେ ସର୍ବଦା ଆମ୍ଭମାନଙ୍କୁ ସାଦରେ ସ୍ମରଣରେ ରଖି ଯେ ଆମ୍ଭମାନଙ୍କୁ ଦେଖିବାକୁ ଇଚ୍ଛା କରୁଅଛ, ଏ ବିଷୟରେ ଆମ୍ଭମାନଙ୍କୁ ଶୁଭ ସମ୍ଵାଦ ଦେଇଅଛନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
ଇତିମଧ୍ୟରେ ତୁମ୍ଭମାନଙ୍କ ନିକଟରୁ ଫେରି ଆସି ତୀମଥି ତୁମ ବିଶ୍ୱାସ ଓ ପ୍ରେମ ବିଷୟରେ ଶୁଭ ସମ୍ବାଦ ଆଣିଛନ୍ତି। ସେ ଆମକୁ ଜଣାଇଛନ୍ତି ଯେ, ତୁମ୍ଭେମାନେ ସର୍ବଦା ଆମର ଶୁଭ କାମନା କରୁଛ ଓ ଆମେ ଯେପରି ତୁମ୍ଭମାନଙ୍କୁ ଦେଖିବାକୁ ଇଚ୍ଛୁକ, ତୁମେ ମଧ୍ୟ ସେହିପରି ଆମ୍ଭମାନଙ୍କୁ ଦେଖିବାକୁ ଇଚ୍ଛା କରୁଛ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୀମଥି ତୁମ୍ଭମାନଙ୍କ ପାଖରୁ ଆମ୍ଭମାନଙ୍କ ପାଖକୁ ଫେରି ଆସିଛନ୍ତି। ସେ ତୁମ୍ଭମାନଙ୍କର ବିଶ୍ୱାସ ଓ ପ୍ରେମର ସୁଖବର ଆମ୍ଭକୁ ଦେଇଛନ୍ତି। ତୁମ୍ଭେମାନେ ଆମ୍ଭକୁ ସର୍ବଦା ମନେ ପକାଉଛ ବୋଲି ତୀମଥି ଆମ୍ଭକୁ କହିଲେ। ତୁମ୍ଭେମାନେ ଆମ୍ଭକୁ ଆଉଥରେ ଦେଖିବାକୁ ଗଭୀର ଭାବରେ ଗ୍ଭହଁ ବୋଲି ସେ ଆମ୍ଭକୁ କହିଲେ। ଆମ୍ଭର ମଧ୍ୟ ସେହି ଇଚ୍ଛା। ଆମ୍ଭେମାନେ ତୁମ୍ଭକୁ ଦେଖିବାକୁ ପ୍ରବଳ ଆଗ୍ରହୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଏବେ ତୀମଥି ତୁମ୍ଭମାନଙ୍କ ନିକଟରୁ ଆମ୍ଭମାନଙ୍କ ନିକଟକୁ ଫେରିଆସି ତୁମ୍ଭମାନଙ୍କ ବିଶ୍ୱାସ ଓ ପ୍ରେମ ସମ୍ବନ୍ଧରେ, ପୁଣି, ଆମ୍ଭେମାନେ ଯେପରି ତୁମ୍ଭମାନଙ୍କୁ ଦେଖିବାକୁ ଇଚ୍ଛା କରୁଅଛୁ, ସେହିପରି ତୁମ୍ଭେମାନେ ସର୍ବଦା ଆମ୍ଭମାନଙ୍କୁ ସ୍ମରଣରେ ରଖି ଯେ ଆମ୍ଭମାନଙ୍କୁ ଦେଖିବାକୁ ଇଚ୍ଛା କରୁଅଛ, ଏହି ବିଷୟରେ ଆମ୍ଭମାନଙ୍କୁ ସୁସମାଚାର ଦେଇଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଏବେ ତୀମଥି ତୁମ୍ଭମାନଙ୍କ ନିକଟରୁ ଆମ୍ଭମାନଙ୍କ ନିକଟକୁ ଫେରିଆସି ତୁମ୍ଭମାନଙ୍କ ବିଶ୍ୱାସ ଓ ପ୍ରେମ ସମ୍ବନ୍ଧରେ, ପୁଣି, ଆମ୍ଭେମାନେ ଯେପରି ତୁମ୍ଭମାନଙ୍କୁ ଦେଖିବାକୁ ଇଚ୍ଛା କରୁଅଛୁ, ସେହିପରି ତୁମ୍ଭେମାନେ ସର୍ବଦା ଆମ୍ଭମାନଙ୍କୁ ସ୍ମରଣରେ ରଖି ଯେ ଆମ୍ଭମାନଙ୍କୁ ଦେଖିବାକୁ ଇଚ୍ଛା କରୁଅଛ, ଏବିଷୟରେ ଆମ୍ଭମାନଙ୍କୁ ସୁସମାଚାର ଦେଇଅଛନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಅತ್ತಾ, ತಿಮೊತಿ ಅಮ್ಚೆಕ್ಡೆ ತುಮ್ಚೆಕ್ನಾ ಪರ್ತುನ್ ಯೆಲಾ, ಅನಿ ಯೆತಾನಾ ತುಮ್ಚ್ಯಾ ವಿಶ್ವಾಸಾಚಿ ಅನಿ ಪ್ರೆಮಾಚಿ ಬರಿ ಖಬರ್ ಅಮ್ಕಾ ಘೆವ್ನ್ ಯೆಲಾ, ಕನ್ನಾಬಿ ಅಮ್ಚ್ಯಾ ವಿಶಯಾತ್ ಬರೆಚ್ ಬೊಲ್ತ್ಯಾಸಿ, ಅನಿ ತುಮಿಬಿ ಅಮ್ಕಾ ಭೆಟುಚೆ ಮನುನ್ ವಾಟ್ ಬಗುಕ್ ಲಾಗ್ಲ್ಯಾಸಿ ಮನುನ್ ತೆನಿ ಅಮ್ಕಾ ಸಾಂಗಟ್ಲ್ಯಾನ್.