1 Thessalonians 4:1 — Compare Translations

7 translations compared side by side

Odia - 1840
"ଭାଇ ଓ ଭଉଣୀମାନେ! ବର୍ତ୍ତମାନ ତୁମ୍ଭମାନଙ୍କୁ ମାରେ କେତକେ ଅନ୍ୟ କଥାଗୁଡ଼ିକ କହିବାକୁ ଅଛି। ପରମେଶ୍ବରଙ୍କୁ ପ୍ରସନ୍ନ କରିପାରୁଥିବା ଜୀବନଯାପନ ପ୍ରଣାଳୀ ବିଷୟ ରେ ଆମ୍ଭମାନେେ ତୁମ୍ଭମାନଙ୍କୁ ଶିଖାଇଛୁ। ତୁମ୍ଭମାନେେ ସହେିଭଳି ଜୀବନଯାପନ କରୁଛ। ପ୍ରଭୁଯୀଶୁଙ୍କ ପାଇଁ ଅଧିକରୁ ଅଧିକ ସହେିଭଳି ଜୀବନଯାପନ କରିବା ପାଇଁ ଆମ୍ଭେ ତୁମ୍ଭମାନଙ୍କୁ କହୁଛୁ ଓ ଉତ୍ସାହିତ ମଧ୍ଯ କରୁଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ହେ ଭାଇମାନେ, ଅବଶେଷରେ କିପ୍ରକାରେ ଆଚରଣ କରି ଈଶ୍ଵରଙ୍କୁ ସନ୍ତୁଷ୍ଟ କରିବା ଉଚିତ, ସେ ସମ୍ଵନ୍ଧରେ ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଯେପ୍ରକାର ଶିକ୍ଷା ପ୍ରାପ୍ତ ହେଲ, ଆଉ ତୁମ୍ଭେମାନେ ମଧ୍ୟ ଯେପ୍ରକାର ଆଚରଣ କରୁଅଛ, ତଦନୁସାରେ ଆହୁରି ଅଧିକ ଅଗ୍ରସର ହେବା ନିମନ୍ତେ ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ନାମରେ ତୁମ୍ଭମାନଙ୍କୁ ଅନୁରୋଧ କରି ଉତ୍ସାହ ଦେଉଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପରିଶେଷରେ, ଭାଇମାନେ, ଈଶ୍ୱରଙ୍କୁ ସନ୍ତୁଷ୍ଟ କରିବା ନିମନ୍ତେ କିପରି ଜୀବନ ଯାପନ କରିବାକୁ ହେବ, ତାହା ଆମଠାରୁ ଶିକ୍ଷା କରିଛ। ଅବଶ୍ୟ ସେହିପରି ଭାବେ ତୁମ୍ଭେମାନେ ଜୀବନ ଯାପନ କରି ଆସୁଅଛ, କିନ୍ତୁ ଏହାଠାରୁ କିଛି ଅଧିକ କରିବାକୁ ତୁମ୍ଭମାନଙ୍କୁ ଆମେ ଏବେ ପ୍ରଭୁ ଯୀଶୁଙ୍କ ନାମରେ ବିନତି କରୁଛୁ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କୁ ପ୍ରସନ୍ନ କରୁଥିବା ଜୀବନ ଭାଇ ଓ ଭଉଣୀମାନେ! ବର୍ତ୍ତମାନ ତୁମ୍ଭମାନଙ୍କୁ ମୋର କେତେକ ଅନ୍ୟ କଥାଗୁଡ଼ିକ କହିବାକୁ ଅଛି। ପରମେଶ୍ୱରଙ୍କୁ ପ୍ରସନ୍ନ କରି ପାରୁଥିବା ଜୀବନଯାପନ ପ୍ରଣାଳୀ ବିଷୟରେ ଆମ୍ଭେମାନେ ତୁମ୍ଭମାନଙ୍କୁ ଶିଖାଇଛୁ। ତୁମ୍ଭେମାନେ ସେହିଭଳି ଜୀବନଯାପନ କରୁଛ। ପ୍ରଭୁ ଯୀଶୁଙ୍କ ପାଇଁ ଅଧିକରୁ ଅଧିକ ସେହିଭଳି ଜୀବନଯାପନ କରିବା ପାଇଁ ଆମ୍ଭେ ତୁମ୍ଭମାନଙ୍କୁ କହୁଛୁ ଓ ଉତ୍ସାହିତ ମଧ୍ୟ କରୁଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ହେ ଭାଇମାନେ, ଅବଶେଷରେ କି ପ୍ରକାର ଆଚରଣ କରି ଈଶ୍ବରଙ୍କୁ ସନ୍ତୁଷ୍ଟ କରିବା ଉଚିତ, ସେ ସମ୍ବନ୍ଧରେ ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଯେପରି ଶିକ୍ଷା ପ୍ରାପ୍ତ ହୋଇଅଛ, ଆଉ ତୁମ୍ଭେମାନେ ମଧ୍ୟ ଯେପ୍ରକାର ଆଚରଣ କରୁଅଛ, ତଦନୁସାରେ ଆହୁରି ଅଧିକ ଅଗ୍ରସର ହେବା ନିମନ୍ତେ ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ନାମରେ ତୁମ୍ଭମାନଙ୍କୁ ଅନୁରୋଧ କରି ଉତ୍ସାହ ଦେଉଅଛୁ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ହେ ଭାଇମାନେ, ଅବଶେଷରେ କି ପ୍ରକାର ଆଚରଣ କରି ଈଶ୍ୱରଙ୍କୁ ସନ୍ତୁଷ୍ଟ କରିବା ଉଚିତ୍, ସେ ସମ୍ବନ୍ଧରେ ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଯେପରି ଶିକ୍ଷା ପ୍ରାପ୍ତ ହୋଇଅଛ, ଆଉ ତୁମ୍ଭେମାନେ ମଧ୍ୟ ଯେପ୍ରକାର ଆଚରଣ କରୁଅଛ, ତଦନୁସାରେ ଆହୁରି ଅଧିକ ଅଗ୍ରସର ହେବା ନିମନ୍ତେ ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ନାମରେ ତୁମ୍ଭମାନଙ୍କୁ ଉତ୍ସାହ ଦେଉଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಆಕ್ರಿಕ್, ಅಮ್ಚ್ಯಾ ಭಾವಾನು ಅನಿ ಭೆನಿಯಾನು, ದೆವಾಕ್ ಬರೆ ದಿಸ್ತಲೆ ಜಿವನ್ ಕಶೆ ಕರ್‍ತಲೆ ಮನುನ್ ತುಮಿ ಅಮ್ಚ್ಯಾಕ್ನಾ ಬರೆ ಕರುನ್ ಶಿಕ್ಲ್ಯಾಸಿ, ತೆ ಖರೆ ಹಾಯ್. ಅನಿ ತಸೆಚ್ ತುಮಿ ಅನಿ ಅತ್ತಾ ತುಮ್ಚೆ ಜಿವನ್ ಕರುಕ್ ಲಾಗ್ಲ್ಯಾಶಿ, ಅನಿಬಿ ದೆವಾಕ್ ಬರೆ ದಿಸ್ತಲ್ಯಾ ರಿತಿನ್ ತುಮಿ ಜಿವನ್ ಕರಾ ಮನುನ್ ಧನಿಯಾ ಜೆಜುಚ್ಯಾ ನಾವಾನ್ ಅಮಿ ತುಮ್ಚೆಕ್ಡೆ ಹಾತ್ ಜೊಡುನ್ ಮಾಗ್ತಾಂವ್.