1 Thessalonians 4:10 — Compare Translations

7 translations compared side by side

Odia - 1840
"ସମଗ୍ର ମାକିଦନିଆର ଭାଇ ଓ ଭଉଣୀମାନଙ୍କୁ ତୁମ୍ଭମାନେେ ପ୍ରକୃତ ରେ ଭଲ ପାଅ। ହେ ଭାଇଭଉଣୀମାନେ ଆମ୍ଭେ ଏବେ, ସମାନଙ୍କେୁ ଅଧିକରୁ ଅଧିକ ଭଲ ପାଇବାରୁ ତୁମ୍ଭମାନଙ୍କୁ ଉତ୍ସାହିତ କରୁଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପ୍ରକୃତରେ ସମୁଦାୟ ମାକିଦନିଆରେ ଥିବା ସମସ୍ତ ଭାଇଙ୍କ ପ୍ରତି ତୁମ୍ଭେମାନେ ତାହା କରୁଅଛ । ତଥାପି, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆହୁରି ଅଧିକ ରୂପେ ତାହା କର,
Odia BSI (ପବିତ୍ର ବାଇବଲ (CL) NT (BSI))
ବାସ୍ତବିକ, ସମଗ୍ର ମାସିଦୋନିଆର ଭାଇମାନଙ୍କ ପ୍ରତି ତୁମେ ସେହିପରି ଆଚରଣ କରିଛ। ତେଣୁ ଆହୁରି ଅଧିକ ମାତ୍ରାରେ ତାହା କର, ତୁମ୍ଭମାନଙ୍କୁ ଏତିକି କେବଳ ବିନୀତ ଅନୁରୋଧ।
Odia Bible ERV 2004 (ପବିତ୍ର ବାଇବଲ)
ସମଗ୍ର ମାକିଦନିଆର ଭାଇ ଓ ଭଉଣୀମାନଙ୍କୁ ତୁମ୍ଭେମାନେ ପ୍ରକୃତରେ ଭଲ ପାଅ। ହେ ଭାଇଭଉଣୀମାନେ ଆମ୍ଭେ ଏବେ, ସେମାନଙ୍କୁ ଅଧିକରୁ ଅଧିକ ଭଲ ପାଇବାକୁ ତୁମ୍ଭମାନଙ୍କୁ ଉତ୍ସାହିତ କରୁଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପ୍ରକୃତରେ ସମୁଦାୟ ମାକିଦନିଆରେ ଥିବା ସମସ୍ତ ଭାଇଙ୍କ ପ୍ରତି ତୁମ୍ଭେମାନେ ତାହା କରୁଅଛ। ତଥାପି, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆହୁରି ଅଧିକ ରୂପେ ତାହା କର,
Odia IRV 2017 (ଓଡିଆ ବାଇବେଲ)
ପୁଣି, ପ୍ରକୃତରେ ସମୁଦାୟ ମାକିଦନିଆରେ ଥିବା ସମସ୍ତ ଭାଇଙ୍କ ପ୍ରତି ତୁମ୍ଭେମାନେ ତାହା କରୁଅଛ । ତଥାପି, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆହୁରି ଅଧିକ ରୂପେ ତାହା କରିବା ନିମନ୍ତେ ଉତ୍ସାହ ଦେଉଅଛୁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಚ್ ಸಗ್ಳ್ಯಾ ಮೆಸಿದೊನಿಯಾತ್ಲ್ಯಾ ಭಾವಾಂಚ್ಯಾ ವಾಂಗ್ಡಾ ಪ್ರೆಮಾನಿ ಚಲುನ್ಗೆತ್ ತುಮಿ ಪ್ರೆಮ್ ದಾಕ್ವುಲ್ಯಾಸಿ, ತೆಚ್ಯಾಸಾಟ್ನಿ ಅನಿ ತುಮ್ಚೊ ಪ್ರೆಮ್ ಜಾಸ್ತಿ ಹೊವ್ನಗೆತ್ ಯೆಂವ್ದಿತ್ ಮನುನ್ ಅಮಿ ತುಮ್ಚೆಕ್ಡೆ ಮಾಗ್ತಾಂವ್.