1 Thessalonians 4:12 — Compare Translations

7 translations compared side by side

Odia - 1840
"ଯେଉଁମାନେ ବିଶ୍ବାସ କରନ୍ତି ନାହିଁ, ସମାନେେ ମଧ୍ଯ, ଏପରି କାମ କରିବା ଓ ଜୀବନଯାପନ ଦେଖି ତୁମ୍ଭମାନଙ୍କୁ ସମ୍ମାନ ଦବେେ। ତୁମ୍ଭମାନଙ୍କୁ ମଧ୍ଯ ନିଜ ଆବଶ୍ଯକତାଗୁଡ଼ିକ ପାଇଁ ଅନ୍ୟ ଲୋକମାନଙ୍କ ଉପରେ ନିର୍ଭର କରିବାକୁ ପଡ଼ିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ବାହାର ଲୋକମାନଙ୍କ ପ୍ରତି ତୁମ୍ଭେମାନେ ସଦାଚାରୀ ହୁଅ, ଆଉ ତୁମ୍ଭମାନଙ୍କର କୌଣସି ଅଭାବ ନ ହୁଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହିପରି କରିବା ଦ୍ୱାରା ତୁମେ ଅଣବିଶ୍ୱାସୀମାନଙ୍କଠାରୁ ମଧ୍ୟ ସମ୍ମାନ ପାଇବ ଓ ତୁମର ସମସ୍ତ ଆବଶ୍ୟକତା ପାଇଁ ଆତ୍ମନିର୍ଭରଶୀଳ ହୋଇପାରିବ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ, ସେମାନେ ମଧ୍ୟ, ଏପରି କାମ କରିବା ଓ ଜୀବନଯାପନ ଦେଖି ତୁମ୍ଭମାନଙ୍କୁ ସମ୍ମାନ ଦେବେ। ତୁମ୍ଭମାନଙ୍କୁ ମଧ୍ୟ ନିଜ ଆବଶ୍ୟକତାଗୁଡ଼ିକ ପାଇଁ ଅନ୍ୟ ଲୋକମାନଙ୍କ ଉପରେ ନିର୍ଭର କରିବାକୁ ପଡ଼ିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ବାହାର ଲୋକମାନଙ୍କ ପ୍ରତି ତୁମ୍ଭେମାନେ ସଦାଚାରୀ ହୁଅ ଆଉ ତୁମ୍ଭମାନଙ୍କର କୌଣସି ଅଭାବ ନ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଯେପରି ବାହାର ଲୋକମାନଙ୍କ ପ୍ରତି ତୁମ୍ଭେମାନେ ସଦାଚାରୀ ହୁଅ ଆଉ ତୁମ୍ଭମାନଙ୍କର କୌଣସି ଅଭାବ ନ ହୁଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ತುಮ್ಚ್ಯಾ ಭೊತ್ಯಾನಿ ಹೊತ್ತ್ಯಾ ಕ್ರಿಸ್ತಾಕ್ ವಿಶ್ವಾಸ್ ಕರಿನಸಲ್ಲ್ಯಾ ಲೊಕಾತ್ನಿ ತುಮ್ಕಾ ಕಿಮ್ಮತ್ ಗಾವ್ತಾ. ಅನಿ ತುಮ್ಕಾ ಪಾಜೆ ಹೊಲ್ಲ್ಯಾ ಗರ್ಜೆಕ್ನಿ ತುಮಿ ದುಸ್ರ್ಯಾಂಚ್ಯಾ ವರ್‍ತಿ ಭಾರ್ ಥವ್ನ್ ಘೆವ್ನ್ ರ್‍ಹಾವ್ಚೆ ಮನುನ್ ರ್‍ಹಾಯ್ನಾ.