1 Thessalonians 4:13 — Compare Translations

7 translations compared side by side

Odia - 1840
"ଭାଇ ଓ ଭଉଣୀମାନେ! ମୃତମାନଙ୍କ ବିଷୟ ରେ ତୁମ୍ଭମାନେେ ଅଜ୍ଞାତ ରୁହ ବୋଲି ଆମ୍ଭେ ଚାହୁଁ ନାହୁଁ। ଭରସା ପାଇ ନ ଥିବା ଅନ୍ୟ ଲୋକଙ୍କ ଭଳି ତୁମ୍ଭମାନେେ ଦୁଃଖି ହୁଅ ବୋଲି ଆମ୍ଭେ ଚାହୁଁ ନାହୁଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଭାଇମାନେ, ଭରସାହୀନ ଅନ୍ୟ ସମସ୍ତଙ୍କ ପରି ତୁମ୍ଭେମାନେ ଯେପରି ଶୋକାକୁଳ ନ ହୁଅ, ଏଥିନିମନ୍ତେ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କ ବିଷୟରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କର ଇଚ୍ଛା ନୁହେଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଭାଇମାନେ, ପରଲୋକପ୍ରାପ୍ତ ବ୍ୟକ୍ତିମାନଙ୍କ ସମ୍ପର୍କରେ ଏକ ବାସ୍ତବ କଥା ତୁମ୍ଭମାନଙ୍କୁ ଜଣାଇବାକୁ ଚାହୁଁଛୁ। ତାହାହେଲେ, ତୁମ୍ଭେମାନେ ଆଉ ଭରସାଶୂନ୍ୟ ଲୋକମାନଙ୍କ ପରି ଶୋକାକୁଳ ହେବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁଙ୍କର ଆଗମନ ଭାଇ ଓ ଭଉଣୀମାନେ! ମୃତମାନଙ୍କ ବିଷୟରେ ତୁମ୍ଭେମାନେ ଅଜ୍ଞାତ ରୁହ ବୋଲି ଆମ୍ଭେ ଗ୍ଭହୁଁ ନାହୁଁ। ଭରସା ପାଇ ନ ଥିବା ଅନ୍ୟ ଲୋକଙ୍କ ଭଳି ତୁମ୍ଭେମାନେ ଦୁଃଖୀ ହୁଅ ବୋଲି ଆମ୍ଭେ ଗ୍ଭହୁଁ ନାହୁଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଭାଇମାନେ, ଭରସାହୀନ ଅନ୍ୟ ସମସ୍ତଙ୍କ ପରି ତୁମ୍ଭେମାନେ ଯେପରି ଶୋକାକୁଳ ନ ହୁଅ, ଏଥିନିମନ୍ତେ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କ ବିଷୟରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କ ଇଚ୍ଛା ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ହେ ଭାଇମାନେ, ଭରସାହୀନ ଅନ୍ୟ ସମସ୍ତଙ୍କ ପରି ତୁମ୍ଭେମାନେ ଯେପରି ଶୋକାକୁଳ ନ ହୁଅ, ଏଥି ନିମନ୍ତେ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କ ବିଷୟରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କ ଇଚ୍ଛା ନୁହେଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚ್ಯಾ ಭಾವಾನು ಅನಿ ಭೆನಿಯಾನು, ಜೆ ಕೊನ್ ಮರ್ಲ್ಯಾತ್ ತೆಂಚ್ಯಾ ವಿಶಯಾತ್ಲೆ ಎಕ್ ಖರೆ ಅಮಿ ತುಮ್ಕಾ ಕಳ್ವುತಾಂವ್, ಕಶ್ಯಾಕ್ ಮಟ್ಲ್ಯಾರ್, ಬರೊಸೊ ನಸಲ್ಲ್ಯಾಂಚ್ಯಾ ಸಾರ್ಕೆ ಹೆಚ್ಯಾ ವಿಶಯಾತ್ ತುಮ್ಕಾ ಬೆಜಾರ್ ಹೊತಲೆ ನಕ್ಕೊ.