1 Thessalonians 4:16 — Compare Translations
7 translations compared side by side
Odia - 1840
"ସ୍ବର୍ଗରୁ ପ୍ରଭୁ ନିଜେ ଓହ୍ଲାଇ ଆସିବେ। ସେତବେେଳେ ଉଚ୍ଚ ସ୍ବର ରେ ଏକ ଆଦେଶ ହବେ। ମୁଖ୍ଯ ସ୍ବର୍ଗଦୂତଙ୍କ ସ୍ବର ଓ ପରମେଶ୍ବରଙ୍କ ତୂରୀନାଦ ମାଧ୍ଯମ ରେ ଏହି ଆଦେଶ ଦିଆ ହବେ। ଯେଉଁମାନେ ଖ୍ରୀଷ୍ଟଙ୍କଠା ରେ ଥାଇ ମରିଛନ୍ତି, ସମାନେେ ପ୍ରଥମ ରେ ପୁନରୁତ୍ଥିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପ୍ରଭୁ ଆପେ ଆଦେଶ ଦେଇ ପ୍ରଧାନ ଦୂତଙ୍କ ସ୍ଵର ଓ ଈଶ୍ଵରଙ୍କ ତୂରୀବାଦ୍ୟ ସହିତ ସ୍ଵର୍ଗରୁ ଅବତରଣ କରିବେ, ସେଥିରେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଥାଇ ମରିଅଛନ୍ତି, ସେମାନେ ପ୍ରଥମରେ ଉଠିବେ;
Odia BSI (ପବିତ୍ର ବାଇବଲ (CL) NT (BSI))
ସେତେବେଳେ ଉଚ୍ଚ ସ୍ୱରରେ ଏକ ଆଦେଶ ନିର୍ଘୋଷିତ ହେବ, ପ୍ରଧାନ ସ୍ୱର୍ଗଦୂତଙ୍କ କଣ୍ଠସ୍ୱର ଶୁଭିବ, ଈଶ୍ୱରଙ୍କ ତୂରୀ ଧ୍ୱନି ନିନାଦିତ ହେବ ଏବଂ ପ୍ରଭୁ ସ୍ୱର୍ଗରୁ ଅବତରଣ କରିବେ। ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରି ଯେଉଁମାନଙ୍କର ମୃତ୍ୟୁ ହୋଇଛି, ସେମାନେ ପ୍ରଥମେ ସଞ୍ଜୀବିତ ହୋଇ ଉତ୍ଥିତ ହେବେ;
Odia Bible ERV 2004 (ପବିତ୍ର ବାଇବଲ)
ସ୍ୱର୍ଗରୁ ପ୍ରଭୁ ନିଜେ ଓହ୍ଲାଇ ଆସିବେ। ସେତେବେଳେ ଉଚ୍ଚ ସ୍ୱରରେ ଏକ ଆଦେଶ ହେବ। ମୁଖ୍ୟ ସ୍ୱର୍ଗଦୂତଙ୍କ ସ୍ୱର ଓ ପରମେଶ୍ୱରଙ୍କ ତୂରୀନାଦ ମାଧ୍ୟମରେ ଏହି ଆଦେଶ ଦିଆ ହେବ। ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଥାଇ ମରିଛନ୍ତି, ସେମାନେ ପ୍ରଥମରେ ପୁନରୁତ୍ଥିତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପ୍ରଭୁ ଆପେ ଆଦେଶ ଦେଇ ପ୍ରଧାନ ଦୂତଙ୍କ ସ୍ୱର ଓ ଈଶ୍ବରଙ୍କ ତୂରୀବାଦ୍ୟ ସହିତ ସ୍ୱର୍ଗରୁ ଅବତରଣ କରିବେ, ସେଥିରେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଥାଇ ମରିଅଛନ୍ତି, ସେମାନେ ପ୍ରଥମରେ ଉଠିବେ;
Odia IRV 2017 (ଓଡିଆ ବାଇବେଲ)
କାରଣ ପ୍ରଭୁ ଆପେ ଆଦେଶ ଦେଇ ପ୍ରଧାନ ଦୂତଙ୍କ ସ୍ୱର ଓ ଈଶ୍ୱରଙ୍କ ତୂରୀବାଦ୍ୟ ସହିତ ସ୍ୱର୍ଗରୁ ଅବତରଣ କରିବେ, ସେଥିରେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଥାଇ ମରିଅଛନ୍ତି, ସେମାନେ ପ୍ରଥମରେ ଉଠିବେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹುಕುಮಾಚಿ ಗಜ್ನಿ, ಪ್ರದಾನ್ ದೆವಾಚ್ಯಾ ದುತಾಂಚ್ಯಾ ಬಲ್ವನಿಕ್ ಅನಿ ದೆವಾಚ್ಯಾ ಪಂವ್ಯಾಚ್ಯಾ ಆವಾಜಾಕ್, ಧನಿ ಸ್ವತಾ ಸರ್ಗಾ ವೈನಾ ಉತ್ರುನ್ ಯೆತಾ, ತನ್ನಾ ಕ್ರಿಸ್ತಾಚ್ಯಾ ವರ್ತಿ ವಿಶ್ವಾಸ್ ಥವ್ನ್ ಮರಲ್ಲಿ ಲೊಕಾ ಅದ್ದಿ ಝಿತ್ತಿ ಹೊವ್ನ್ ಉಟ್ತಾತ್.