1 Thessalonians 4:17 — Compare Translations

7 translations compared side by side

Odia - 1840
"ତା'ପରେ ସେ ସମୟରେ ଆମ୍ଭେ ଜୀବିତ ଥିବା ଲୋକେ ମୃତଲୋକମାନଙ୍କ ସହିତ ଏକାଠି ରୁଣ୍ଡ ହବୋ। ଆମ୍ଭକୁ ମେଘମାଳା ଭିତରକୁ ନିଆୟିବ ଓ ସଠାେରେ ବାଯୁମଣ୍ଡଳ ରେ ଆମ୍ଭେ ପ୍ରଭୁଙ୍କୁ ସାକ୍ଷାତ କରିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ଆମ୍ଭେମାନେ ଯେତେ ଲୋକ ଜୀବିତ ରହି ଅବଶିଷ୍ଟ ଥିବୁ, ପ୍ରଭୁଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଆମ୍ଭେମାନେ ସେମାନଙ୍କ ସହ ମେଘମାଳାରେ ଶୂନ୍ୟମଣ୍ତଳକୁ ନୀତ ହେବୁ; ଏହି ପ୍ରକାରେ ଆମ୍ଭେମାନେ ସର୍ବଦା ପ୍ରଭୁଙ୍କ ସହିତ ରହିବୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ଆମେ ଯେଉଁମାନେ ସେହି ସମୟରେ ଜୀବିତ ରହିଥିବୁ, ମେଘମାଳାରେ ସେମାନଙ୍କ ସଙ୍ଗରେ ଉତ୍ଥାପିତ ହୋଇ ମହାଶୂନ୍ୟରେ ପ୍ରଭୁଙ୍କ ସହିତ ସାକ୍ଷାତ କରିବୁ। ତା’ପରେ ଆମ୍ଭେମାନେ ଚିରକାଳ ପ୍ରଭୁଙ୍କ ସଙ୍ଗରେ ରହିବୁ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ସମୟରେ ଆମ୍ଭେ ଜୀବିତ ଥିବା ଲୋକେ ମୃତଲୋକମାନଙ୍କ ସହିତ ଏକାଠି ରୁଣ୍ଡ ହେବା। ଆମ୍ଭକୁ ମେଘମାଳା ଭିତରକୁ ନିଆଯିବ ଓ ସେଠାରେ ବାୟୁମଣ୍ଡଳରେ ଆମ୍ଭେ ପ୍ରଭୁଙ୍କୁ ସାକ୍ଷାତ କରିବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ଆମ୍ଭେମାନେ ଯେତେ ଲୋକ ଜୀବିତ ରହି ଅବଶିଷ୍ଟ ଥିବୁ, ପ୍ରଭୁଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଆମ୍ଭେମାନେ ସେମାନଙ୍କ ସହ ମେଘମାଳାରେ ଶୂନ୍ୟମଣ୍ଡଳକୁ ନୀତ ହେବୁ; ଏହି ପ୍ରକାରେ ଆମ୍ଭେମାନେ ସର୍ବଦା ପ୍ରଭୁଙ୍କ ସହିତ ରହିବୁ।
Odia IRV 2017 (ଓଡିଆ ବାଇବେଲ)
ପରେ ଆମ୍ଭେମାନେ ଯେତେ ଲୋକ ଜୀବିତ ରହି ଅବଶିଷ୍ଟ ଥିବୁ, ପ୍ରଭୁଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଆମ୍ଭେମାନେ ସେମାନଙ୍କ ସହ ମେଘମାଳାରେ ଶୂନ୍ୟମଣ୍ଡଳକୁ ନୀତ ହେବୁ; ଏହି ପ୍ରକାରେ ଆମ୍ଭେମାନେ ସର୍ବଦା ପ୍ରଭୁଙ୍କ ସହିତ ରହିବୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ತನ್ನಾ ಪತರ್ ಝಿತ್ತೆ ಹೊತ್ತ್ಯಾಕ್ನಿ ಅಮ್ಕಾ ತೆಂಚ್ಯಾ ವಾಂಗ್ಡಾ ಕ್ರಿಸ್ತಾಕ್ ಭೆಟುಕ್ ಅಂತ್ರಾಳಾರ್ ಮೊಡಾಂಚ್ಯಾ ವರ್‍ತಿ ಉಕ್ಲುನ್ ಘೆವ್ನ್ ಜಾವ್ನ್ ಹೊತಾ, ಹೆಚ್ಯಾ ಮಾನಾ ಅಮಿ ಸದ್ದಿಚ್ ಧನಿಯಾಚ್ಯಾ ವಾಂಗ್ಡಾ ರ್‍ಹಾತಾಂವ್.