1 Thessalonians 4:18 — Compare Translations

7 translations compared side by side

Odia - 1840
"ଏବଂ ଆମ୍ଭେ ପ୍ରଭୁଙ୍କ ସହିତ ସବୁ ଦିନ ପାଇଁ ରହିବୁ। ଅତଏବ ଏହିସବୁ କଥା କହି ପରସ୍ପରକୁ ସାନ୍ତ୍ବନା ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଏହି ସମସ୍ତ ବାକ୍ୟ ଦ୍ଵାରା ତୁମ୍ଭେମାନେ ପରସ୍ପରକୁ ସାନ୍ତ୍ଵନା ଦିଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ସବୁ କଥା ଶୁଣାଇ ତୁମ୍ଭେମାନେ ପରସ୍ପରକୁ ଉତ୍ସାହିତ କର।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଆମ୍ଭେ ପ୍ରଭୁଙ୍କ ସହିତ ସବୁ ଦିନ ପାଇଁ ରହିବୁ। ଅତଏବ ଏହିସବୁ କଥା କହି ପରସ୍ପରକୁ ସାନ୍ତ୍ୱନା ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଏହି ସମସ୍ତ ବାକ୍ୟ ଦ୍ୱାରା ତୁମ୍ଭେମାନେ ପରସ୍ପରକୁ ସାନ୍ତ୍ୱନା ଦିଅ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଏହି ସମସ୍ତ ବାକ୍ୟ ଦ୍ୱାରା ତୁମ୍ଭେମାନେ ପରସ୍ପରକୁ ସାନ୍ତ୍ୱନା ଦିଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ ಹೆ ಸಾಂಗುನ್, ಎಕಾಮೆಕಾಕ್ ಸಮಾದಾನ್ ಕರಾ.