1 Thessalonians 4:2 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ ଜାଣିଛ ଯେ, ଆମ୍ଭେ ତୁମ୍ଭମାନଙ୍କୁ କ'ଣ କରିବା ପାଇଁ କହିଛୁ। ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅଧିକାର ମାଧ୍ଯମ ରେ ଆମ୍ଭେ ତୁମ୍ଭମାନଙ୍କୁ ସହେି କଥାଗୁଡ଼ିକ କହିଛୁ। ପରମେଶ୍ବର ଇଚ୍ଛା କରନ୍ତି ଯେ, ତୁମ୍ଭମାନେେ ପବିତ୍ର ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ଦ୍ଵାରା ତୁମ୍ଭମାନଙ୍କୁ କି କି ଆଦେଶ ଦେଇଥିଲୁ, ତାହା ତ ତୁମ୍ଭେମାନେ ଜାଣ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ପ୍ରଭୁ ଯୀଶୁଙ୍କଠାରୁ କ୍ଷମତାପ୍ରାପ୍ତ ହୋଇ ତୁମ୍ଭମାନଙ୍କୁ ଯେଉଁ ନିର୍ଦ୍ଦେଶ ଦେଇଥିଲୁ, ତାହା ତୁମ୍ଭେମାନେ ଜାଣ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଜାଣିଛ ଯେ, ଆମ୍ଭେ ତୁମ୍ଭମାନଙ୍କୁ କ’ଣ କରିବା ପାଇଁ କହିଛୁ। ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅଧିକାର ମାଧ୍ୟମରେ ଆମ୍ଭେ ତୁମ୍ଭମାନଙ୍କୁ ସେହି କଥାଗୁଡ଼ିକ କହିଛୁ। ପରମେଶ୍ୱର ଇଚ୍ଛା କରନ୍ତି ଯେ, ତୁମ୍ଭେମାନେ ପବିତ୍ର ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ କି କି ଆଦେଶ ଦେଇଥିଲୁ, ତାହା ତ ତୁମ୍ଭେମାନେ ଜାଣ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ କି କି ଆଦେଶ ଦେଇଥିଲୁ, ତାହା ତ ତୁମ୍ଭେମାନେ ଜାଣ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಧನಿಯಾ ಜೆಜುಚ್ಯಾ ನಾವಾನ್ ಕಸ್ಲಿ ಸಲಹಾ ಅಮಿ ತುಮ್ಕಾ ದಿಲಾಂವ್ ಮನುನ್ ತುಮ್ಕಾ ಗೊತ್ತ್ ಹಾಯ್.