1 Thessalonians 4:3 — Compare Translations

7 translations compared side by side

Odia - 1840
"ସେ ଚାହାଁନ୍ତି ଯେ, ତୁମ୍ଭମାନେେ ୟୌନଗତ ପାପଗୁଡ଼ିକରୁ ଦୂର ରେ ରୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେମାନେ ଯେପରି ପବିତ୍ର ହୁଅ, ଏହା ହିଁ ଈଶ୍ଵରଙ୍କର ଇଚ୍ଛା, ଅର୍ଥାତ୍, ତୁମ୍ଭେମାନେ ଯେପରି ବ୍ୟଭିଚାରରୁ ପୃଥକ୍ ରୁହ,,
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ଚାହାଁନ୍ତି, ତୁମ୍ଭେମାନେ ିଜକୁ ଯୌନ ପାପରୁ ମୁକ୍ତ ରଖି ପବିତ୍ର ରୁହ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଗ୍ଭହାନ୍ତି ଯେ, ତୁମ୍ଭେମାନେ ଯୌନଗତ ପାପଗୁଡ଼ିକରୁ ଦୂରରେ ରୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭେମାନେ ଯେପରି ପବିତ୍ର ହୁଅ, ଏହା ହିଁ ଈଶ୍ବରଙ୍କ ଇଚ୍ଛା, ଅର୍ଥାତ୍‍, ତୁମ୍ଭେମାନେ ଯେପରି ବ୍ୟଭିଚାରରୁ ପୃଥକ୍ ରୁହ,
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭେମାନେ ଯେପରି ପବିତ୍ର ହୁଅ, ଏହା ହିଁ ଈଶ୍ୱରଙ୍କ ଇଚ୍ଛା, ଅର୍ଥାତ୍, ତୁମ୍ଭେମାନେ ଯେପରି ବ୍ୟଭିଚାରରୁ ପୃଥକ୍ ରୁହ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಪವಿತ್ರ್ ಅನಿ ಅನೈತಿಕ್ ಲೈಂಗಿಕ್ ಸಮಂದಾಚ್ಯಾ ಬುರ್ಸ್ಯಾಪಾನಾತ್ನಾ ಎಗ್ದಮ್ ಬರೆ ಹೊಲ್ಲೆ ದೆವಾಕ್ ಪಾಜೆ.