1 Thessalonians 4:5 — Compare Translations

6 translations compared side by side

Odia - 1840
"ଯେଉଁମାନେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ, ସମାନେେ ନିଜ ଶରୀରର ଏପରି ବ୍ଯବହାର କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରତ୍ୟେକେ ପବିତ୍ର ଓ ସମାଦର ଭାବରେ ଆପଣା ଆପଣା ନିମନ୍ତେ ଭାର୍ଯ୍ୟା ଗ୍ରହଣ କରିବାକୁ ଜାଣ,
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ପରମେଶ୍ୱରଙ୍କୁ ଜାଣନ୍ତି ନାହିଁ, ସେମାନେ ନିଜ ଶରୀରର ଏପରି ବ୍ୟବହାର କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରତ୍ୟେକେ ପବିତ୍ର ଓ ସମାଦର ଭାବରେ ଆପଣା ଆପଣା ଶରୀରକୁ ବଶ କରିବାକୁ ଜାଣ,
Odia IRV 2017 (ଓଡିଆ ବାଇବେଲ)
ପ୍ରତ୍ୟେକେ ପବିତ୍ର ଓ ସମାଦର ଭାବରେ ଆପଣା ଆପଣା ଶରୀରକୁ ବଶ କରିବାକୁ ଜାଣ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಕ್ ಒಳ್ಕಿನಸಲ್ಲ್ಯಾ ದುಸ್ರ್ಯಾ ಲೊಕಾಂಚ್ಯಾ ಭಾಶೆನ್ ಬಾಯ್ಕಾ ಕರ್‍ತಲ್ಯಾ ಅಶೆತ್ ಪಡುನಕಾಸಿ.