1 Thessalonians 4:6 — Compare Translations
7 translations compared side by side
Odia - 1840
"ଖ୍ରୀଷ୍ଟଙ୍କଠା ରେ ତୁମ୍ଭମାନଙ୍କ ଭାଇ ବିରୁଦ୍ଧ ରେ କୌଣସି ମନ୍ଦକାର୍ୟ୍ଯ କର ନାହିଁ ଓ ଏହି ବିଷୟ ରେ ତାହାଙ୍କୁ ଠକ ନାହିଁ। ଯେଉଁମାନେ ଏଭଳି କାମ କରିବେ, ସମାନଙ୍କେୁ ପରମେଶ୍ବର ଦଣ୍ଡ ଦବେେ। ଆମ୍ଭେ ଏ ବିଷୟ ରେ ଆଗରୁ ତୁମ୍ଭମାନଙ୍କୁ କହିଛୁ ଓ ସତର୍କ କରିଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେପରି କେହି ଏ ବିଷୟରେ ସୀମା ଅତିକ୍ରମ କରି ଆପଣା ଭାଇକୁ ପ୍ରବଞ୍ଚନା ନ କରେ, ଯେଣୁ ପ୍ରଭୁ ଏ ସମସ୍ତ ବିଷୟରେ ଦଣ୍ତଦାତା, ଯେପରି ଆମ୍ଭେମାନେ ପୂର୍ବେ ମଧ୍ୟ ତୁମ୍ଭମାନଙ୍କୁ ଜଣାଇ ସାକ୍ଷ୍ୟ ଦେଇଥିଲୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କୌଣସି ଖ୍ରୀଷ୍ଟବିଶ୍ୱାସୀ ଭାଇ ପ୍ରତି ଅନ୍ୟାୟ ଆଚରଣ କର ନାହିଁ, କିଅବା ତାହାକୁ ପ୍ରବଞ୍ଚନା କର ନାହିଁ। ଏ କଥା ଆମେ ପୂର୍ବରୁ କହିଛୁ ଏବଂ ଦୃଢ଼ ଭାବରେ ସତର୍କ କରି ଦେଇଛୁ ଯେ, ଯେଉଁମାନେ ସେପରି କରିବେ, ପ୍ରଭୁ ସେମାନଙ୍କୁ ଶାସ୍ତି ଦେବେ।
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କ ଭାଇ ବିରୁଦ୍ଧରେ କୌଣସି ମନ୍ଦକାର୍ଯ୍ୟ କର ନାହିଁ ଓ ଏହି ବିଷୟରେ ତାହାଙ୍କୁ ଠକ ନାହିଁ। ଯେଉଁମାନେ ଏଭଳି କାମ କରିବେ, ସେମାନଙ୍କୁ ପରମେଶ୍ୱର ଦଣ୍ଡ ଦେବେ। ଆମ୍ଭେ ଏ ବିଷୟରେ ଆଗରୁ ତୁମ୍ଭମାନଙ୍କୁ କହିଛୁ ଓ ସତର୍କ କରିଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେପରି କେହି ଏହି ବିଷୟରେ ସୀମା ଅତିକ୍ରମ କରି ଆପଣା ଭାଇକୁ ପ୍ରବଞ୍ଚନା ନ କରେ, ଯେଣୁ ପ୍ରଭୁ ଏସମସ୍ତ ବିଷୟରେ ଦଣ୍ଡଦାତା, ଯେପରି ଆମ୍ଭେମାନେ ପୂର୍ବେ ମଧ୍ୟ ତୁମ୍ଭମାନଙ୍କୁ ଜଣାଇ ସାକ୍ଷ୍ୟ ଦେଇଥିଲୁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେପରି କେହି ଏବିଷୟରେ ସୀମା ଅତିକ୍ରମ କରି ଆପଣା ଭାଇକୁ ପ୍ରବଞ୍ଚନା ନ କରେ, ଯେଣୁ ପ୍ରଭୁ ଏସମସ୍ତ ବିଷୟରେ ଦଣ୍ଡଦାତା, ଯେପରି ଆମ୍ଭେମାନେ ପୂର୍ବେ ମଧ୍ୟ ତୁମ୍ଭମାନଙ୍କୁ ଜଣାଇ ସାକ୍ଷ୍ୟ ଦେଇଥିଲୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಹೆಚ್ಯಾ ವಿಶಯಾತ್ ಕೊನ್ಬಿ ಅನಿಎಕ್ಲ್ಯಾ ಕ್ರಿಸ್ತಾತ್ ಭಾವ್ ಹೊಲ್ಲ್ಯಾ ಎಕ್ಲ್ಯಾಕ್ ಮೊಸ್ ಕರುನ್ ತೆಚೊ ಫಾಯ್ದೊ ಕಾಡುನ್ ಘೆವ್ಚೆ ನ್ಹಯ್. ಹೆಚ್ಯಾ ವಿಶಯಾತ್ ಅದ್ದಿಚ್ ಅಮಿ ತುಮ್ಕಾ ಸಾಂಗ್ಲಾಂವ್ ಅನಿ ಅಶೆ ಕರ್ತಲ್ಯಾಕ್ನಿ ಧನಿ ಮೊಟಿ ಶಿಕ್ಷಾ ದಿತಾ.