1 Thessalonians 4:8 — Compare Translations

7 translations compared side by side

Odia - 1840
"ଅତଏବ ଯେଉଁ ଲୋକ ଏହି ଶିକ୍ଷାକୁ ଅବମାନନା କରେ, ସେ ପରମେଶ୍ବରଙ୍କ ଅବମାନନା କରେ, ମଣିଷକୁ ନୁହେଁ। ପରମେଶ୍ବର ତାଙ୍କର ପବିତ୍ରଆତ୍ମା ତୁମ୍ଭମାନଙ୍କୁ ପ୍ରଦାନ କରି ଥାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଯେ ଏହା ଅଗ୍ରାହ୍ୟ କରେ, ସେ ମନୁଷ୍ୟକୁ ଅଗ୍ରାହ୍ୟ କରେ ନାହିଁ, ମାତ୍ର ଯେଉଁ ଈଶ୍ଵର ତୁମ୍ଭମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ପ୍ରଦାନ କରନ୍ତି, ତାହାଙ୍କୁ ଅଗ୍ରାହ୍ୟ କରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ଯେ କେହି ଆମର ଏହି ଶିକ୍ଷାକୁ ଅଗ୍ରାହ୍ୟ କରେ, ସେ କେବଳ ମନୁଷ୍ୟକୁ ଉପେକ୍ଷା କରେ ନାହିଁ - ପବିତ୍ରଆତ୍ମାଦାନକାରୀ ଈଶ୍ୱରଙ୍କୁ ଅବମାନନା କରେ।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ଯେଉଁ ଲୋକ ଏହି ଶିକ୍ଷାକୁ ଅବମାନନା କରେ, ସେ ପରମେଶ୍ୱରଙ୍କ ଅବମାନନା କରେ, ମଣିଷକୁ ନୁହେଁ। ପରମେଶ୍ୱର ତାଙ୍କର ପବିତ୍ରଆତ୍ମା ତୁମ୍ଭମାନଙ୍କୁ ପ୍ରଦାନ କରି ଥା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଯେ ଏହା ଅଗ୍ରାହ୍ୟ କରେ, ସେ ମନୁଷ୍ୟକୁ ଅଗ୍ରାହ୍ୟ କରେ ନାହିଁ, ମାତ୍ର ଯେଉଁ ଈଶ୍ବର ତୁମ୍ଭମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ପ୍ରଦାନ କରନ୍ତି, ତାହାଙ୍କୁ ଅଗ୍ରାହ୍ୟ କରେ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଯେ ଏହା ଅଗ୍ରାହ୍ୟ କରେ, ସେ ମନୁଷ୍ୟକୁ ଅଗ୍ରାହ୍ୟ କରେ ନାହିଁ, ମାତ୍ର ଯେଉଁ ଈଶ୍ୱର ତୁମ୍ଭମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ପ୍ରଦାନ କରନ୍ତି, ତାହାଙ୍କୁ ଅଗ୍ରାହ୍ୟ କରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಮನುನ್ ಜೆ ಕೊನ್ ಹ್ಯಾ ಶಿಕಾಪಾಚ್ಯಾ ವಿರೊದ್ ಜಾತಾ, ತೊ ಮಾನ್ಸಾಕ್ ತಿರಸ್ಕಾರ್ ಕರಿನಾ, ಪವಿತ್ರ್ ಆತ್ಮೊ ದಿತಲ್ಯಾ ದೆವಾಕುಚ್ ತಿರಸ್ಕಾರ್ ಕರ್‍ತಾ.