1 Thessalonians 4:9 — Compare Translations
7 translations compared side by side
Odia - 1840
"ଖ୍ରୀଷ୍ଟଙ୍କଠା ରେ ତୁମ୍ଭମାନଙ୍କର ଭାଇ ଓ ଭଉଣୀମାନଙ୍କ ପାଇଁ ପ୍ ରମେଭାବ ବିଷୟ ରେ ତୁମ୍ଭମାନଙ୍କୁ ଲେଖିବାର ଆବଶ୍ଯକତା ନାହିଁ। ପରସ୍ପରକୁ ପ୍ ରମେ କରିବା ପାଇଁ ପରମେଶ୍ବର ତୁମ୍ଭମାନଙ୍କୁ ଆଗରୁ ଶିଖାଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭ୍ରାତୃପ୍ରେମ ସମ୍ଵନ୍ଧରେ ତୁମ୍ଭମାନଙ୍କ ନିକଟକୁ ଲେଖିବା ଆବଶ୍ୟକ ନାହିଁ, କାରଣ ତୁମ୍ଭେମାନେ ପରସ୍ପରକୁ ପ୍ରେମ କରିବା ନିମନ୍ତେ ଈଶ୍ଵରଙ୍କ ଦ୍ଵାରା ନିଜେ ଶିକ୍ଷିତ ହୋଇଅଛ,
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟ ବିଶ୍ୱାସୀ ଭାଇମାନଙ୍କୁ ତୁମର ପ୍ରେମ କରିବା ବିଷୟରେ ଆମେ ଆଉ ଅଧିକ ଲେଖିବା ପ୍ରୟୋଜନ ନାହିଁ। ପରସ୍ପରକୁ କିପରି ପ୍ରେମ କରିବା ଉଚିତ୍, ଏହା ସ୍ୱୟଂ ଈଶ୍ୱରଙ୍କଠାରୁ ଶିକ୍ଷା କରିଛ।
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କର ଭାଇ ଓ ଭଉଣୀମାନଙ୍କ ପାଇଁ ପ୍ରେମଭାବ ବିଷୟରେ ତୁମ୍ଭମାନଙ୍କୁ ଲେଖିବାର ଆବଶ୍ୟକତା ନାହିଁ। ପରସ୍ପରକୁ ପ୍ରେମ କରିବା ପାଇଁ ପରମେଶ୍ୱର ତୁମ୍ଭମାନଙ୍କୁ ଆଗରୁ ଶିଖାଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭ୍ରାତୃପ୍ରେମ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ ଲେଖିବା ଆବଶ୍ୟକ ନାହିଁ, କାରଣ ତୁମ୍ଭେମାନେ ପରସ୍ପରକୁ ପ୍ରେମ କରିବା ନିମନ୍ତେ ଈଶ୍ବରଙ୍କ ଦ୍ୱାରା ନିଜେ ଶିକ୍ଷିତ ହୋଇଅଛ,
Odia IRV 2017 (ଓଡିଆ ବାଇବେଲ)
ଭ୍ରାତୃପ୍ରେମ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ ଲେଖିବା ଆବଶ୍ୟକ ନାହିଁ, କାରଣ ତୁମ୍ଭେମାନେ ପରସ୍ପରକୁ ପ୍ରେମ କରିବା ନିମନ୍ତେ ଈଶ୍ୱରଙ୍କ ଦ୍ୱାରା ନିଜେ ଶିକ୍ଷିତ ହୋଇଅଛ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾ ವಾಂಗುಡ್ಚ್ಯಾ ಕ್ರಿಸ್ತಾ ವರ್ತಿ ವಿಶ್ವಾಸ್ ಕರಲ್ಲ್ಯಾ ಲೊಕಾಂಚ್ಯಾ ವಾಂಗ್ಡಾ, ತುಮಿ ಕಶೆ ಪ್ರೆಮಾನಿ ರ್ಹಾವ್ಚೆ ಮನುನ್ ಮಿಯಾ ತುಮ್ಕಾ ಲಿವ್ತಲಿ ಗರಜ್ ನಾ. ತುಮ್ಚ್ಯಾ ಎವ್ಡ್ಯಾಕ್ ತುಮಿ ಎಕಾಮೆಕಾತ್ನಿ ಕಶೆ ಪ್ರೆಮಾನ್ ರ್ಹಾವ್ಚೆ ಮನುನ್ ದೆವಾಕ್ನಾಚ್ ತುಮಿ ಶಿಕ್ಲ್ಯಾಸಿ.