1 Thessalonians 5:1 — Compare Translations

7 translations compared side by side

Odia - 1840
"ଭାଇ ଓ ଭଉଣୀମାନେ! ସମୟଗୁଡ଼ିକ ଓ ତାରିଖଗୁଡ଼ିକ ବିଷୟ ରେ ଏବେ କିଛି ଲେଖିବାର ଆବଶ୍ଯକତା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ, ହେ ଭାଇମାନେ, କାଳ ଓ ନିର୍ଦ୍ଦିଷ୍ଟ ସମୟ ସମ୍ଵନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବାର ଆବଶ୍ୟକ ନାହିଁ,
Odia BSI (ପବିତ୍ର ବାଇବଲ (CL) NT (BSI))
ଭାଇମାନେ, ଏ ସମସ୍ତ ବିଷୟ କେବେ ଓ କେଉଁ ପରିସ୍ଥିତିରେ ଘଟିବ, ସେ ସମ୍ପର୍କରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବାର ପ୍ରୟୋଜନ ନାହିଁ,
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁଙ୍କ ଆଗମନ ପାଇଁ ପ୍ରସ୍ତୁତ ରୁହ ଭାଇ ଓ ଭଉଣୀମାନେ! ସମୟଗୁଡ଼ିକ ଓ ତାରିଖଗୁଡ଼ିକ ବିଷୟରେ ଏବେ କିଛି ଲେଖିବାର ଆବଶ୍ୟକତା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ, ହେ ଭାଇମାନେ, କାଳ ଓ ନିର୍ଦ୍ଧିଷ୍ଟ ସମୟ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବା ଆବଶ୍ୟକ ନାହିଁ,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ, ହେ ଭାଇମାନେ, କାଳ ଓ ନିର୍ଦ୍ଧିଷ୍ଟ ସମୟ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବା ଆବଶ୍ୟକ ନାହିଁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಭಾವಾನು ಅನಿ ಭೆನಿಯಾನು, ಖಲ್ಯಾ ಎಳಾರ್ ಅನಿ ಖಲ್ಯಾ ದಿಸಿ ಹೆ ಸಗ್ಳೆ ಘಡ್ನಾರ್ ಹಾಯ್ ಮನುನ್ ಎಳ್ ಅನಿ ಕಾಲ್ ಮಿಯಾ ತುಮ್ಕಾ ಲಿವ್ತಲಿ ಗರಜ್ ನಾ.