1 Thessalonians 5:10 — Compare Translations

7 translations compared side by side

Odia - 1840
"ଆମ୍ଭେ ଯୀଶୁଖ୍ରୀଷ୍ଟଙ୍କ ସହିତ ରହି ପାରିବା ବୋଲି, ସେ ଆମ୍ଭ ପାଇଁ ମଲେ। ଯେତବେେଳେ ଯୀଶୁ ଆସିବେ, ସହେି ସମୟରେ ଆମ୍ଭେ ଜୀବିତ ରହିବା କି ମରିଯାଇଥିବା, ତାହା ମହତ୍ବପୂର୍ଣ୍ଣ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଆମ୍ଭେମାନେ ଜାଗ୍ରତ ଥାଉ କିମ୍ଵା ନିଦ୍ରାଗତ ଥାଉ, ତାହାଙ୍କ ସହିତ ଜୀବିତ ରହିବୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟଙ୍କ ପୁନରାଗମନ ସମୟରେ ଆମେ ଇହଜୀବନରେ ଥାଉ ବା ନ ଥାଉ, ତାଙ୍କ ସହିତ ଯେପରି ସଂଯୁକ୍ତ ହୋଇ ରହିବୁ, ଏଥିନିମନ୍ତେ ସେ ଆମ ପାଇଁ ମୃତ୍ୟୁଭୋଗ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ସହିତ ରହି ପାରିବା ବୋଲି, ସେ ଆମ୍ଭ ପାଇଁ ମଲେ। ଯେତେବେଳେ ଯୀଶୁ ଆସିବେ, ସେହି ସମୟରେ ଆମ୍ଭେ ଜୀବିତ ରହିବା କି ମରିଯାଇଥିବା, ତାହା ମହତ୍ତ୍ୱପୂର୍ଣ୍ଣ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଆମ୍ଭେମାନେ ଜାଗ୍ରତ ଥାଉ କିମ୍ବା ନିଦ୍ରିତ ଥାଉ ତାହାଙ୍କ ସହିତ ଜୀବିତ ରହିବୁ।
Odia IRV 2017 (ଓଡିଆ ବାଇବେଲ)
ସେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଆମ୍ଭେମାନେ ଜାଗ୍ରତ ଥାଉ କିମ୍ବା ନିଦ୍ରିତ ଥାଉ ତାହାଙ୍କ ସହିତ ଜୀବିତ ରହିବୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಯೆತಲ್ಯಾ ಎಳಾರ್ ಅಮಿ ಝಿತ್ತೆ ರ್‍ಹಾಂವ್ದಿತ್ ನಾ ಹೊಲ್ಯಾರ್ ಮರಲ್ಲೆ ರ್‍ಹಾಂವ್ದಿತ್, ತೆಚ್ಯಾ ವಾಂಗ್ಡಾ ಅಮಿ ಸಗ್ಳೆ ಝಿತ್ತೆ ರ್‍ಹಾವ್ಕ್ ಪಾಜೆ ಮನುನ್ ತೊ ಅಮ್ಚ್ಯಾಸಾಟ್ನಿ ಮರ್ಲೊ.