1 Thessalonians 5:11 — Compare Translations

7 translations compared side by side

Odia - 1840
"ଅତଏବ ପରସ୍ପରକୁ ସାନ୍ତ୍ବନା ଦିଅ, ଜଣେ ଅନ୍ୟ ଜଣକୁ ଆଧ୍ଯାତ୍ମିକ ଭାବରେ ଗଢ଼ ଏବଂ ପରସ୍ପରଠା ରେ ନିଷ୍ଠା ଜନ୍ମାଅ। ତୁମ୍ଭେ ଏବେ ମଧ୍ଯ ସଇେଆ କରୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଯେପରି କରୁଅଛ, ସେହିପରି ପରସ୍ପରକୁ ସାନ୍ତ୍ଵନା ଦିଅ, ପୁଣି ପରସ୍ପରର ନିଷ୍ଠା ଜନ୍ମାଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ବର୍ତ୍ତମାନ ଯେପରି କରୁଛ, ଠିକ୍ ସେହିପରି ପରସ୍ପରକୁ ଉତ୍ସାହିତ ଓ ସାହାଯ୍ୟ କରୁଥାଅ।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ପରସ୍ପରକୁ ସାନ୍ତ୍ୱନା ଦିଅ, ଜଣେ ଅନ୍ୟ ଜଣକୁ ଆଧ୍ୟାତ୍ମିକ ଭାବରେ ଗଢ଼ ଏବଂ ପରସ୍ପରଠାରେ ନିଷ୍ଠା ଜନ୍ମାଅ। ତୁମ୍ଭେ ଏବେ ମଧ୍ୟ ସେଇଆ କରୁଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଯେପରି କରୁଅଛ, ସେହିପରି ପରସ୍ପରକୁ ସାନ୍ତ୍ୱନା ଦିଅ, ପୁଣି, ପରସ୍ପରର ନିଷ୍ଠା ଜନ୍ମାଅ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଯେପରି କରୁଅଛ, ସେହିପରି ପରସ୍ପରକୁ ସାନ୍ତ୍ୱନା ଦିଅ, ପୁଣି, ପରସ୍ପରର ନିଷ୍ଠା ଜନ୍ମାଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ, ಕಶೆ ಅತ್ತಾ ತುಮಿ ಕರುನ್ಗೆತ್ ಹಾಸಿ, ತಸೆಚ್ ಎಕಾಮೆಕಾಕ್ನಿ ಧೈರೊ ದಿವಾ ಅನಿ ಮಜತ್ ಕರಾ.