1 Thessalonians 5:12 — Compare Translations

7 translations compared side by side

Odia - 1840
"ଭାଇ ଓ ଭଉଣୀମାନେ! ଯେଉଁମାନେ ତୁମ୍ଭମାନଙ୍କ ସହିତ କଠାେର ପରିଶ୍ରମ କରୁଛନ୍ତି, ଓ ପ୍ରଭୁଙ୍କଠା ରେ ତୁମ୍ଭକୁ ନତେୃତ୍ବ ଦେଉଛନ୍ତି ଓ ତୁମ୍ଭକୁ ଉପଦେଶ ପ୍ରଦାନ କରୁଛନ୍ତି, ସମାନଙ୍କେୁ ସମ୍ମାନ ଦବୋ ପାଇଁ ଆମ୍ଭେ ନିବଦନେ କରୁଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ, ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ପରିଶ୍ରମ କରନ୍ତି ଓ ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ନେତା ସ୍ଵରୂପେ ନିଯୁକ୍ତ ହୋଇ ତୁମ୍ଭମାନଙ୍କୁ ଚେତନା ଦିଅନ୍ତି, ସେମାନଙ୍କୁ ମାନ୍ୟ କର,
Odia BSI (ପବିତ୍ର ବାଇବଲ (CL) NT (BSI))
ଭାଇମାନେ, ଯେଉଁମାନେ ତୁମ ମଧ୍ୟରେ କାର୍ଯ୍ୟ କରୁଛନ୍ତି ଏବଂ ଖ୍ରୀଷ୍ଟୀୟ ଜୀବନରେ ତୁମକୁ ସାହାଯ୍ୟ କରୁଛନ୍ତି - ଓ ପରାମର୍ଶ ଦେଉଛନ୍ତି, ସେମାନଙ୍କୁ ଯଥୋଚିତ ସମ୍ମାନ ଦେବାକୁ ଆମେ ତୁମ୍ଭମାନଙ୍କୁ ନିବେଦନ କରୁଛୁ।
Odia Bible ERV 2004 (ପବିତ୍ର ବାଇବଲ)
ଶେଷ ନିର୍ଦ୍ଦେଶ ଓ ଅଭିନନ୍ଦନ ଭାଇ ଓ ଭଉଣୀମାନେ! ଯେଉଁମାନେ ତୁମ୍ଭମାନଙ୍କ ସହିତ କଠୋର ପରିଶ୍ରମ କରୁଛନ୍ତି, ଓ ପ୍ରଭୁଙ୍କଠାରେ ତୁମ୍ଭକୁ ନେତୃତ୍ୱ ଦେଉଛନ୍ତି ଓ ତୁମ୍ଭକୁ ଉପଦେଶ ପ୍ରଦାନ କରୁଛନ୍ତି, ସେମାନଙ୍କୁ ସମ୍ମାନ ଦେବା ପାଇଁ ଆମ୍ଭେ ନିବେଦନ କରୁଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ, ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ପରିଶ୍ରମ କରନ୍ତି ଓ ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ନେତା ସ୍ୱରୂପେ ନିଯୁକ୍ତ ହୋଇ ତୁମ୍ଭମାନଙ୍କୁ ଚେତନା ଦିଅନ୍ତି, ସେମାନଙ୍କୁ ମାନ୍ୟ କର,
Odia IRV 2017 (ଓଡିଆ ବାଇବେଲ)
ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ, ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ପରିଶ୍ରମ କରନ୍ତି ଓ ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ନେତା ସ୍ୱରୂପେ ନିଯୁକ୍ତି ହୋଇ ତୁମ୍ଭମାନଙ୍କୁ ଚେତନା ଦିଅନ୍ତି, ସେମାନଙ୍କୁ ମାନ୍ୟ କର,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚ್ಯಾ ಭಾವಾನು ಅನಿ ಭೆನಿಯಾನು, ಕ್ರಿಸ್ತಾಂವ್ ಜಿವನಾಸಾಟ್ನಿ ತುಮ್ಚ್ಯಾ ಮದ್ದಿ ಜೆ ಕೊನ್ ಕಾಮ್ ಕರ್‍ತಾ, ತುಮ್ಕಾ ಶಿಕ್ವುತಾ ಅನಿ ತುಮ್ಕಾ ಚಾಲ್ವುನ್ ನ್ಹೆತಾ, ತೆಂಕಾ ಬರೆ ಕರುನ್ ಮಾನ್ ದಿವಾ ಮನುನ್ ಅಮಿ ತುಮ್ಚ್ಯಾಕ್ಡೆ ಹಾತ್ ಜೊಡುನ್ ಮಾಗ್ತಾವ್.