1 Thessalonians 5:13 — Compare Translations
7 translations compared side by side
Odia - 1840
"ତୁମ୍ଭମାନଙ୍କ ମଧିଅରେ କାମ କରୁଥିବା ୟୋଗୁ, ସମାନଙ୍କେୁ ପ୍ ରମେ କର ଓ ସମାନଙ୍କେୁ ବିଶଷେ ସମ୍ମାନ ଦଖାେଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନଙ୍କ କାର୍ଯ୍ୟ ସକାଶେ ସେମାନଙ୍କୁ ପ୍ରେମରେ ଅତ୍ୟ; ଆଦର କର । ପରସ୍ପର ସଙ୍ଗରେ ଶାନ୍ତିରେ ରୁହ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନଙ୍କ କାର୍ଯ୍ୟ ଲାଗି ସେମାନଙ୍କୁ ଆନ୍ତରିକଭାବେ ଭକ୍ତି ଓ ପ୍ରେମ କର। ପରସ୍ପର ସହିତ ଶାନ୍ତିରେ ବାସ କର।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କ ମଧ୍ୟରେ କାମ କରୁଥିବା ଯୋଗୁଁ, ସେମାନଙ୍କୁ ପ୍ରେମ କର ଓ ସେମାନଙ୍କୁ ବିଶେଷ ସମ୍ମାନ ଦେଖାଅ। ପରସ୍ପର ଶାନ୍ତିରେ ରୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନଙ୍କ କାର୍ଯ୍ୟ ସକାଶେ ସେମାନଙ୍କୁ ପ୍ରେମରେ ଅତ୍ୟନ୍ତ ଆଦର କର। ପରସ୍ପର ସଙ୍ଗରେ ଶାନ୍ତିରେ ରୁହ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନଙ୍କ କାର୍ଯ୍ୟ ସକାଶେ ସେମାନଙ୍କୁ ପ୍ରେମରେ ଅତ୍ୟନ୍ତ ଆଦର କର । ପରସ୍ପର ସଙ୍ଗରେ ଶାନ୍ତିରେ ରୁହ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಕರ್ತಲ್ಯಾ ಹ್ಯಾ ಸೆವೆಸಾಟ್ನಿ ತೆಂಕಾ ಮೊಟ್ಯಾ ರಿತಿಚೊ ಗೌರವ್ ಅನಿ ಪ್ರೆಮ್ ದಾಕ್ವಾ. ತುಮಿ ಎಕಾಮೆಕಾ ಮದ್ದಿ ಸಮಾದಾನಾನ್ ರ್ಹಾವಾ.